ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୬।୪: ଦେଶର ସର୍ବବୃହତ୍‌ ଆଲୁମିନିୟମ  କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା ଏବଂ ଲାଞ୍ଜିଗଡ଼ କାର୍ଯ୍ୟ କ୍ଷେତ୍ରରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ପାଳନ କରାଯାଇଛି। ବିଶେଷକରି ବେଦାନ୍ତର ଝାରସୁଗୁଡ଼ାସ୍ଥିତ ସ୍ମେଲଟର ପ୍ଲାଣ୍ଟଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବରେ ଶିଳ୍ପୀ ପଦ୍ମ ବିଭୂଷଣ ସୁଦର୍ଶନ ସାହୁ ଏବଂ ଡା. ଶଙ୍କର ରାମଚନ୍ଦାନିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ ସୁନୀଲ ଗୁପ୍ତା କହିଛନ୍ତି, ବିଗତ କିଛି ବର୍ଷ ମଧ୍ୟରେ ଓଡ଼ିଶା ସହ ଆମ ସମ୍ପର୍କ ବେଶ୍‌ ନିବିଡ଼ ହୋଇଛି । ବିଶେଷକରି ଓଡ଼ିଶା ଦିବସକୁ ଆମେ ପାଳନ କରୁଥିବା ବେଳେ ବେଦାନ୍ତ ଆଲୁମିନିୟମରେ ଏପ୍ରିଲ ୧ ଆମ ପାଇଁ ମଧ୍ୟ ଏକ ସ୍ମରଣୀୟ ଦିନ। ସେହିଭଳି ଓଡ଼ିଶାର ନାଗରିକମାନଙ୍କ ସାମାଜିକ, ଅର୍ଥନୈତିକ ବିକାଶ ଦିଗରେ ଆମେ ବ୍ୟାପକ କାର୍ଯ୍ୟ ଜାରି ରଖିଥିବା ବେଳେ ଓଡ଼ିଶା ଦିବସରେ ମଧ୍ୟ ଆମେ ଓଡ଼ିଶାର ଲୋକମାନଙ୍କ ପାଇଁ ଶ୍ରେଷ୍ଠ ସଫଳତା ଓ ଅତୁଳନୀୟ ପ୍ରଗତିର ଆଉ ଏକ ବର୍ଷର ଶୁଭକାମନା ଜଣାଉଛୁ।
ସେହିପରି ବେଦାନ୍ତ ଆଲୁମିନିୟମର ଡେପୁଟି ସିଇଓ ଜି. ଜି. ପାଲ୍‌ କହିଛନ୍ତି, ବେଦାନ୍ତ ଲାଞ୍ଜିଗଡ଼ ଓଡ଼ିଶାର ସାଂସ୍କୃତିକ ପୁନର୍ଜାଗରଣର ଅଂଶ ହୋଇଥିବାରୁ ଆମେ ଗର୍ବିତ ଯାହା ଡୋକ୍ରା କଳାକୃତି ଓ ସଉରା ଚିତ୍ରକଳା ଭଳି ସୁନ୍ଦର ପାରମ୍ପରିକ କଳାକୃତିର ପ୍ରସାର ପାଇଁ ଆମ ଉଦ୍ୟମରେ ପ୍ରତିଫଳିତ ହୋଇଛି। ଆମର ମାନୁଫାକ୍ଚରିଂ ଉତ୍କର୍ଷ ଓ ସମ୍ପ୍ରସାରିତ ଯୋଗାଣ ଶୃଙ୍ଖଳ ଜରିଆରେ ରାଜ୍ୟ ଓ ଏହାର ଲୋକମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ସହିତ ଆମର କଳାକୃତି ଜରିଆରେ ଆମେ ଓଡ଼ିଶାର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ଲାଗି ପ୍ରତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri