ପ୍ଲାଷ୍ଟିକ ଦୋକାନରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୬।୪: ବଡବଜାର ଥାନା ଅଧୀନ ରଜାଗୁର୍ଜିରେ ଥିବା ଏକ ପ୍ଲାଷ୍ଟିକ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅଗ୍ନିଶମ କର୍ମଚାରୀଙ୍କ ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ରଜାଗୁର୍ଜିରେ ଥିବା କେ. ବଦ୍ରିନାରାୟଣଙ୍କ ଏକ ପ୍ଲାଷ୍ଟିକ ସାମଗ୍ରୀ ଦୋକାନ ରହିଛି। ସେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ପରେ ସେ ଦୋକାନରେ ନିଆଁ ଲାଗିଥିବା ଖବର ପାଇ ପହଞ୍ଚିଥିଲେ। ସେତିକିବେଳକ୍‌ୁ ସ୍ଥାନୀୟ ଲୋକ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଦୋକାନରେ ଥିବା ସମସ୍ତ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି। ପ୍ରାୟ 2 ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ଯାଇଥିବା ଦୋକାନ ମାଲିକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri