ନୂଆଦିଲ୍ଲୀ,୭।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆକୁ ନିକଟରେ ଏକ ଅନ୍ତଃରାଷ୍ଟ୍ରୀୟ ସ୍ବୀକୃତି ଓ ସଫଳତା ପ୍ରଦାନ କରାଯାଇଛି। ଏପରିକି ଭାରତ ବଜାରରେ ବ୍ରାଣ୍ଡ୍ ନିରାପତ୍ତା ଏବଂ କ୍ରାସ୍ ଯୋଗ୍ୟ ପ୍ରବୃତ୍ତି ସ୍ଥିତିରେ ବିକାଶ ଧାରା ଜାରି ରଖିଛି। ବିଶେଷକରି ସ୍କୋଡା ସ୍ଲାଭିଆ ସେଡାନ ଗ୍ଲୋବାଲ ନ୍ୟୁ କାର୍ ଆସେସ୍ମେଣ୍ଟ ପ୍ରୋଗ୍ରାମ (ଗ୍ଲୋବାଲ ଏନ୍ସିଏପି) କ୍ରାସ୍ ଟେଷ୍ଟରେ ୫ରୁ ୫ ରେଟିଂ ହାସଲ କରିଛି। ବିଶ୍ୱସ୍ତରୀୟ ଏନ୍ସିଏପି ଦ୍ୱାରା ପରୀକ୍ଷିତ ହୋଇ ସ୍ଲାଭିଆ ସୁରକ୍ଷିତ କାର୍ରେ ପରିଣତ ହୋଇଛି। ସ୍କୋଡା ଅଟୋ ଇଣ୍ଡିଆର ବ୍ରାଣ୍ଡ୍ ନିର୍ଦ୍ଦେଶକ ପିଟର ସୋଲ୍କ କହିଛନ୍ତି, ବ୍ରାଣ୍ଡ୍ ରଣନୀତିର ଏକ ଅଂଶ ଭାବେ ଆମେ ଆମର ଗ୍ରାହକଙ୍କ ସୁରକ୍ଷା ଉପରେ କୌଣସି ଆପୋସ ବୁଝାମଣା କରି ନ ଥାଉ। ଏପରିକି ଆମର ଦ୍ୱିତୀୟ ଇଣ୍ଡିଆ ୨.୦ କାର୍ ସ୍ଲାଭିଆ ଗ୍ଲୋବାଲ ଏନ୍ସିଏପି ସୁରକ୍ଷା ପରୀକ୍ଷଣରେ ୫ ଷ୍ଟାର ରେଟିଂ ହାସଲ କରିଛି। ବିଶେଷକରି ଆମେ ଆମର ଗ୍ରାହକମାନଙ୍କୁ ଆନ୍ତରିକତାର ସହ ପ୍ରଶଂସା କରୁଛୁ, ଯେଉଁମାନେ ସ୍କୋଡାର ଉତ୍ପାଦ କିଣିବାକୁ ସ୍ଥିର କରିଛନ୍ତି ଏବଂ ଆମେ ସେମାନଙ୍କୁ ବଜାରରେ ସୁରକ୍ଷିତ କାର୍ ପ୍ରଦାନ କରିପାରିଥିବାରୁ ଅତ୍ୟନ୍ତ ଆନନ୍ଦିତ।
Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ
ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...
ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!
ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...
ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି
ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...
ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ
ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...
ଏଇ ଭାରତରେ
ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍ ନ ନେଇ ପଲିଥିନରେ ପରିବା...
ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ
ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...
ଗାନ୍ଧୀ ନୂଅଁାଖାଇ
ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...
ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ
ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...
Archives


