Posted inଜାତୀୟ

ଲୋକତନ୍ତ୍ର ନୁହେଁ, ଗାନ୍ଧୀ ପରିବାର ବିପଦରେ; ବିରୋଧୀ ଯେତେ କାଦୁଅ ଫିଙ୍ଗିଲେ ପଦ୍ମ ସେତେ ଫୁଟିଲା

ଲକ୍ଷ୍ନୌ,୭।୪: ଗଙ୍ଗା ଓ ଯମୁନାର ଦୋଆବାରେ ଥିବା କଡା ଧାମରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୌଶଂବି ସହ ପୂର୍ବାଞ୍ଚଳ ଓ ବୁନ୍ଦେଲଖଣ୍ଡ ପରିଦର୍ଶନ କରିଛନ୍ତି। ୨୦୧୪ରୁ ୨୦୨୧ ପର୍ଯ୍ୟନ୍ତ ପ୍ରତ୍ୟେକ ନିର୍ବାଚନରେ ସେ ଜନତାଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ସହ ନିଆଯାଇଥିବା ପଦକ୍ଷେପକୁ ମନେ ପକାଇ ଦେଇଛନ୍ତି। ଜନତାଙ୍କୁ ସେ ଭାବପ୍ରବଣତାରେ ବାନ୍ଧି ରଖିଛନ୍ତି ଏବଂ ୨୦୨୪ରେ ନରେନ୍ଦ୍ର ମୋଦିଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବାର ପ୍ରତିଶ୍ରୁତି ମାଗିଛନ୍ତି।
ବିରୋଧୀଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ବଜେଟରେ ପାର୍ଲାମେଣ୍ଟକୁ ଅଚଳ କରିବା ଦେଶର ହିତ ପାଇଁ ନୁହେଁ। ବ୍ରିଟେନରେ ରାହୁଲ ଗାନ୍ଧୀଙ୍କୁ ‘ଲୋକତନ୍ତ୍ରକୁ ବିପଦ’ ବୟାନରେ ଜନତାଙ୍କୁ ଅବଗତ କରାଇଛନ୍ତି ଓ କହିଛନ୍ତି, ରାହୁଲ ବାବା ଭାରତରେ ଲୋକ ତନ୍ତ୍ର ନୁହେଁ ଆପଣଙ୍କ ପରିବାର ବିପଦରେ। ଯେଉଁମାନେ ଏତେ ଘୋଟାଲା କରିଛନ୍ତି।

ସେମିତି ବିରୋଧୀଙ୍କୁ ଆଇନା ଦେଖାଇ ଶାହା କହିଛନ୍ତି, ଆପଣ ଭାଜପା ଓ ମୋଦିଙ୍କୁ ଯେତେ ଗାଳି ଦେଇଛନ୍ତି, ପଦ୍ମ ସେତେ ଫୁଟିଲା। ଶାହା ମନେପକାଇ ଦେଇଛନ୍ତି କି ୨୦୧୪ରୁ ନେଇ ଏବେ ଆପଣ ଉତ୍ତର ପ୍ରଦେଶର ଜନତା ୨୦୧୭, ୨୦୧୯ ଓ ୨୦୨୧ରେ କଂଗ୍ରେସ ସହ ସମସ୍ତ ବିରୋଧୀଙ୍କୁ ଧ୍ୱଂସ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri