Posted inଜାତୀୟ

‘ମୁଁ କେବେ ଭାବି ନ ଥିଲି କଂଗ୍ରେସ ଛାଡିବି ହେଲେ…’ ଭାଜପାରେ ଯୋଗ ଦେବା ପରେ ପ୍ରତିକ୍ରିୟା ରଖିଲେ କିରଣ କୁମାର

ଅମରାବତି,୭।୪: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡି ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି। ଏହି ସମୟରେ ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ ସେ କଂଗ୍ରେସ କାହିଁକି ଛାଡିଲେ।
କଂଗ୍ରେସର ପୂର୍ବତନ ନେତା କିରଣ କୁମାର ରେଡ୍ଡି କହିଛନ୍ତି, ‘ମୁଁ କେବେ ଭାବି ନ ଥିଲି କି ମୋତେ କଂଗ୍ରେସ ଛାଡିବାକୁ ପଡିବ। ଏକ ପ୍ରୋଭର୍ବ ରହିଛି କି ‘ମୋ ରାଜା ବହୁତ ବୁଦ୍ଧିମାନ, ସେ କେବେ ନିଜ କଥା ଚିନ୍ତା କରନ୍ତି ନାହିଁ, ନା ସେ କାହାର ଉପଦେଶ ଗ୍ରହଣ କରନ୍ତି। ଆପଣମାନେ ବୁଝି ପାରୁଥିବେ କି ମୁଁ କ’ଣ କହିବାକୁ ଚାହୁଁଛି।’
କିରଣ ରେଡ୍ଡି ଆହୁରି ମଧ୍ୟ କହିଛନ୍ତି, କଂଗ୍ରେସ ଦଳ ଲୋକଙ୍କ ମତକୁ କେବେ ବୁଝି ପାରି ନାହିଁ। ଦଳ ନା ବିଶ୍ଳେଷଣ କରୁଛି କି ଭୁଲ କ’ଣ ନା ଦଳ ଠିକ କରିବାକୁ ଚାହୁଁଛି। ଦଳ ଭାବୁଛି କି ମୁଁ ହିଁ ଠିକ ଓ ଦେଶର ଜନତାଙ୍କ ସହ ବାକି ସବୁ ଭୁଲ। ଏହି ବିଚାରଧାରା ଯୋଗୁ ମୁଁ ଦଳ ଛାଡିବାକୁ ନିଷ୍ପତ୍ତି ନେଲି।
ସୂଚନାଯୋଗ୍ୟ, ଶୁକ୍ରବାର ପୂର୍ବତନ ମୁଖ୍ୟମନ୍ତ୍ରୀ କରିଣ କୁମାର ରେଡ୍ଡି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଭାଜପାର ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଓ ଦଳର ମୁଖ୍ୟ ପ୍ରବକ୍ତା ଅନିଲ ବଲୁନିଙ୍କ ଉପସ୍ଥିତିରେ ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri