Posted inଖେଳ

୧୨୧ ରନ୍‌ରେ ଅଟକିଲା ହାଇଦ୍ରାବାଦ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୧୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଅଦେନ ମାର୍‌କ୍ରମ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ହାଇଦ୍ରାବାଦ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୨୧ ରନ୍‌ରେ ଅଟକି ଯାଇଥିଲା। ଫଳରେ ଲକ୍ଷ୍ନୌ ଆଗରେ ୧୨୨ ରନ୍‌ର ଟାର୍ଗେଟ୍‌ ରଖିଛି ହାଇଦ୍ରାବାଦ।

ହାଇଦ୍ରାବାଦର ଦୁଇ ଓପ୍‌ନର ଅନ୍‌ମୋଲ ପ୍ରୀତ ସିଂ ଏବଂ ମୟଙ୍କ ଅଗ୍ରୱାଲ ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳର ୨୧ ରନ୍‌ରେ ମୟଙ୍କ ୮ ରନ୍‌କରି ଆଉଟ ହୋଇଯାଇଥିଲେ। ଅନ୍ୟପକ୍ଷେ ରାହୁଲ ତ୍ରିପାଠୀ ୩୫ ରନ୍‌ କରିଥିବା ବେଳେ ଅନମୋଲ ପ୍ରୀତ ସିଂ ୩୧ ରନ୍‌ କରିଥିଲେ। କିନ୍ତୁ ଦଳର ଷ୍ଟାର ବ୍ୟାଟର ତଥା ଅଧିନାୟକ ଅଦେନ ବିଫଳ ହୋଇଥିଲେ। ଅଦେନ ଖାତା ଖୋଲି ନ ପାରି ଆଉଟ୍‌ ହୋଇଯାଇଥିଲେ। ସେହିପରି ଓ୍ବାଶିଂଟନ ସୁନ୍ଦର ୧୬ ରନ୍‌ କରିଥିବା ବେଳେ ଶେଷବେଳକୁ ଅବଦୁଲ ସମାଦ ୨ଟି ଛକା ସହ ୨୧ ରନ୍‌ କରି ଦଳୀୟ ସ୍କୋରକୁ ୧୨୧ରେ ପହଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ଲକ୍ଷ୍ନୌର କ୍ରୁନାଲ ପାଣ୍ଡ୍ୟା ଦମ୍‌ଦାର ବୋଲିଂ କରି ୪ ଓଭରରେ ୧୮ ରନ୍‌ ଦେଇ ୩ଟି ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ସେହିପରି ଅମିତ୍‌ ମିଶ୍ର ୨ଟି ଉଇକେଟ ନେଇଥିବା ବେଳେ ୟଶ୍‌ ଠାକୁର ଏବଂ ରବି ବିଷ୍ଣୋଇ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri