Posted inଜାତୀୟ

‘ଦେଶର ପ୍ରଥମ ଆତଙ୍କବାଦୀ ନାଥୁରାମ ଗଡସେ…’: ରାମନବମୀ ଶୋଭାଯାତ୍ରାରେ ଗଡସେଙ୍କ ଫଟୋକୁ ନେଇ କହିଲେ ଓଓ୍ବାଇସି

ନୂଆଦିଲ୍ଲୀ,୮।୪: ରାମ ନବମୀରେ ଗୋଟିଏ ପଟେ ବିହାର ଓ ପଶ୍ଚିମବଙ୍ଗରେ ହିଂସା ହୋଇଥିବା ବେଳେ ହାଇଦ୍ରାବାଦରେ ରାମନବମୀ ଶୋଭାଯାତ୍ରାରେ ଲୋକେ ନାଥୁରାମ ଗଡସେଙ୍କ ଫଟୋ ଧରି ନାଚୁଥିବା ଦେଖାଯାଇଥିଲା। ଏହି ଘଟଣାକୁ ନେଇ ଏବେ ଏମପି ତଥା ଏଆଇଏମଆଇଏମର ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସିଙ୍କ ପ୍ରତିକିୟା ସାମ୍ନାକୁ ଆସିଛି।

ଅସଦୁଦ୍ଦିନ ଓଓ୍ବାଇସି ଦେଶର ପ୍ରଥମ ଆତଙ୍କବାଦୀ ଥିଲେ ଓ ଏମାନେ କିଏ ଯେଉଁମାନେ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ଫଟୋ ନେଇ ନାଚୁଥିଲେ। ଓଓ୍ବାଇସି କହିଛନ୍ତି, ଯଦି କେହି ଓସାମା ବିନ ଲାଦେନଙ୍କ ଫଟୋ ନେଇ ଏମିତି କରିଥାଆନ୍ତେ ତେବେ କୁହାଯାଇଥାଆନ୍ତି କି ହାଇଦ୍ରାବାଦ ଆତଙ୍କବାଦୀଙ୍କ ଆଡ୍ଡା ପାଲଟି ଯାଇଛି ଓ ପୋଲିସ ଘରର କବାଟ ଭାଙ୍ଗି ଦେଇଥାଆନ୍ତା। ହେଲେ ଏବେ ଚୁପ କାହିଁ ବୋଲି ଓଓ୍ବାଇସି ପ୍ରଶ୍ନ କରିଛନ୍ତି।
ତେବେ ରାମ ନବମୀ ଶୋଭାଯାତ୍ରାରେ ନାଥୁରାମ ଗଡସେଙ୍କ ଫଟୋକୁ ନେଇ ନାଚିବା ଘଟଣାକୁ ନେଇ ଓଓ୍ବାଇସି କହିଛନ୍ତି, ଗଡସେ ଦେଶର ପ୍ରଥମ ଆତଙ୍କବାଦୀ ହୋଇଥିବା ବେଳେ ମାହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ଥିଲେ। ଏଭଳି ଘଟଣାକୁ ନେଇ ଓଓ୍ବାଇସି ହାଇଦ୍ରାବାଦ ପୋଲିସର କଡା ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri