Posted inଜାତୀୟ

ମାନହାନି ମାମଲା କରିବେ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୧୦ା୪: ଆଦାନୀ ପ୍ରସଙ୍ଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆରେ କରିଥିବା ଏକ ପୋଷ୍ଟ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ତାଙ୍କ ବିରୋଧରେ ମାନହାନି ମାମଲା ଦାଏର କରିବେ ବୋଲି କହିଛନ୍ତି। ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଅଦାନୀଙ୍କ ସହ ଆସାମ ମୁଖ୍ୟମନ୍ତ୍ରୀଙ୍କର ସମ୍ପର୍କ ରହିଥିଲା ବୋଲି ରାହୁଲ ଟୁଇଟ୍‌ କରିଥିଲେ। ଏହାର ଜବାବରେ ସେ ରାହୁଲଙ୍କୁ କୋର୍ଟରେ ଭେଟିବେ ବୋଲି ବିଶ୍ୱଶର୍ମା ଚେତାବନୀ ଦେଇଛନ୍ତି। ଏପ୍ରିଲ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସାମ ଗସ୍ତ ଶେଷ ହେବା ପରେ ବିଶ୍ୱଶର୍ମା ଗୁଆହାଟୀରେ ମାନହାନି ମାମଲା ରୁଜୁ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ବର୍ଷ ପରେ ଆମେଠିରେ ଘଟିବାକୁ ଯାଉଛି ଏମିତି ଘଟଣା..

ଲକ୍ଷ୍ନୌ,୩।୫: ୟୁପିର ଏକ ହାଇପ୍ରୋଫାଇଲ ସିଟ ମଧ୍ୟରୁ ଅନ୍ୟତମ ଆମେଠିକୁ ଗାନ୍ଧୀ ପରିବାରର ପାରମ୍ପରିକ ଆସନ ଭାବରେ ବିବେଚନା କରାଯାଏ। ୧୯୯୯ ପରେ ପ୍ରଥମଥର ପାଇଁ...

ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ଶେଷରେ କାହିଁକି ହଟିଲେ ପ୍ରିୟଙ୍କା ଗାନ୍ଧୀ: ଭାଇଙ୍କ ପାଇଁ ନା ଅନ୍ୟ କିଛି

ନୂଆଦିଲ୍ଲୀ,୩।୫: ରାଏବରେଲି ଏବଂ ଆମେଠିରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ରାଏବରେଲିରୁ ରାହୁଲ ଗାନ୍ଧୀ ଏବଂ ଆମେଠିରୁ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି। ପ୍ରିୟଙ୍କା ଗାନ୍ଧୀ...

କିଏ ସେହି କେ.ଏଲ୍‌ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍‌ ଦେଲା କଂଗ୍ରେସ

ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି...

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି...

ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ...

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା

ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri