ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାର ସର୍ତ୍ତମୂଳକ ଜାମିନ ମିଳିଛି। ନୟାପଲ୍ଲୀ ଥାନା ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତଦନ୍ତରେ ସହଯୋଗ କରିବା ସହ  ବାହାରକୁ ନ ଯିବାକୁ କୋର୍ଟଙ୍କ କଡ୍ଡା  ନିର୍ଦ୍ଦେଶ ରହିଛି

ସୂଚନାଯୋଗ୍ୟ, ବ୍ଲାକମେଲିଂ ଓ ଆର୍ଥିକ ହେରଫେର୍‌ ମାମଲାରେ ଅର୍ଚ୍ଚନାଙ୍କୁ ଗିରଫ କରାଯାଇଥିଲା। ଗତ ମାର୍ଚ୍ଚ ମାସରେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁଙ୍କୁ ମଧ୍ୟ ଜାମିନ ମିଳିଥିଲା। ତାଙ୍କୁ ହାଇକୋଟ ସର୍ତ୍ତମୂଳକ ଜାମିନ ପ୍ରଦାନ ଦେଇଥିଲେ । ୩ଟି ମାମଲାରୁ ଗୋଟିଏ ମାମଲାରେ ଜାମିନ ମିଳିଥିବାରୁ ଜଗବନ୍ଧୁଙ୍କୁ ଏବେ ମଧ୍ୟ ଜେଲ୍‌ରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri