Posted inଖେଳ

ଚେନ୍ନାଇରେ ସିଏସକେ-ଆରଆର ଲଢ଼େଇ…

ନୂଆଦିଲ୍ଲୀ,୧୨।୪ : ଜୋସ ବଟଲର୍‌ ଏବଂ ଯଶସ୍ବୀ ଜୈସୱାଲଙ୍କ ରାଜସ୍ଥାନ ରୟାଲର୍ସ (ଆରଆର) ଦଳର ଓପନିଂ ଯୋଡି ଆଇପିଏଲ ସିରିଜ ୧୬ର ୧୭ତମ ମ୍ୟାଚରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ର ସ୍ପିନ ବୋଲରଙ୍କର ସମ୍ମୁଖୀନ ହେବେ।

ବୁଧବାର ଏହି ମ୍ୟାଚରେ ସିଏସକେ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଏବଂ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ମୁହାଁମୁହିଁ ହେବେ। ଉଭୟ ଦଳ ତିନିଟି ଲେଖାଏଁ ମ୍ୟାଚ ଖେଳିଛନ୍ତି ଏବଂ ଉଭୟେ ଚାରୋଟି ପଏଣ୍ଟ ପାଇଛନ୍ତି। ଉନ୍ନତ ନେଟ ରନ ରେଟ ଯୋଗୁଁ ରାଜସ୍ଥାନ ଦ୍ୱିତୀୟ ସ୍ଥାନରେ ରହିଛି। ଏଥି ସହିତ ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଚମ ସ୍ଥାନରେ ରହିଛି।

ଚେନ୍ନାଇ ସୁପର କିଙ୍ଗ୍ସର ପ୍ଲେଇଙ୍ଗ ୧୧ରେ ରିତୁରାଜ ଗାଇକୱାଡ, ଡିଭନ କନୱେ, ଅଜିଙ୍କ୍ୟ ରାହାଣେ, ମୋଇନ ଅଲି, ଶିବମ ଦୁବେ, ରବିନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନି (କ୍ୟାପଟେନ, ୱିକେଟ କିପର), ମିଚେଲ ସାଣ୍ଟନର୍‌, ରାଜଭାରନ ହଙ୍ଗରଗେକର, ମହିଷ ତେକ୍ସନା, ତୁଷାର ଦେଶପାଣ୍ଡେ ରହିଛନ୍ତି।

ସେହିପରି ରାଜସ୍ଥାନ ରୟାଲ୍ସର ପ୍ଲେଇଙ୍ଗ ୧୧ରେ ଯଶସ୍ବୀ ଜୈସୱାଲ, ଜୋସ ବଟଲର, ସଞ୍ଜୁ ସାମସନ (କ୍ୟାପଟେନ, ୱିକେଟ କିପର), ଧ୍ରୁଭ ଜୁରେଲ / ଦେବଦତ୍ତ ପାଦିକଲ, ଶିମ୍ରନ ହେଟମିୟର, ରିୟାନ ପାରାଗ, ଜେସନ ହୋଲ୍ଡର, ରବିଚନ୍ଦ୍ରନ ଅଶ୍ୱିନ, ମୁରୁଗାନ ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, ୟୁଜଭେନ୍ଦ୍ର ଚହଲ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri