୧ ବିଲିୟନ୍‌ ଡଲାର ଠକେଇ ମାମଲାରେ ୨ ଭାରତୀୟ ବଂଶୋଦ୍ଭବ ଦୋଷୀ

ନ୍ୟୁୟର୍କ, ୧୩।୪: ଆମେରିକା ଶିକାଗୋସ୍ଥିତ ଏକ ଷ୍ଟାର୍ଟଅପ୍‌ କମ୍ପାନୀର ୨ ଭାରତୀୟ ବଂଶୋଦ୍ଭବ ଏକ୍‌ଜିକ୍ୟୁଟିଭ୍‌ ୧ ବିଲିୟନ୍‌ ଡଲାର ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଠକେଇ ସ୍କିମ୍‌ରେ କମ୍ପାନୀର ଗ୍ରାହକ, ନିବେଶକଙ୍କଠାରୁ ଏହି ଅର୍ଥ ନିଆଯାଇଥିବା ଆମେରିକାର ଫେଡେରାଲ୍‌ ଜ୍ୟୁରି ପକ୍ଷରୁ ମାମଲାର ଶୁଣାଣିବେଳେ କୁହାଯାଇଛି। ୧୦ ସପ୍ତାହର ଟ୍ରାଏଲ୍‌ ପରେ ହେଲ୍‌ଥ ଟେକ୍ନୋଲୋଜି କମ୍ପାନୀର ସହ-ପ୍ରତିଷ୍ଠାତା ଏବଂ ପୂର୍ବତନ ସିଇଓ ଋଷି ଶାହ ୨୨ରୁ ୧୯ କାଉଣ୍ଟରେ ଦୋଷୀ ହୋଇଥିବାବେଳେ କମ୍ପାନୀର ପୂର୍ବତନ ଅଧ୍ୟକ୍ଷା ଶ୍ରଦ୍ଧା ଅଗ୍ରଓ୍ବାଲ ୧୭ରୁ ୧୫ଟି କାଉଣ୍ଟରେ ଏବଂ ପୂର୍ବତନ ଚିଫ୍‌ ଅପରେଟର ଅଫିସର ବ୍ରାଡ୍‌ ପର୍ଡି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri