Posted inଜାତୀୟ

ଗଣମାଧ୍ୟମରେ ନିଜର ମତ ନ ରଖିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ୧୬।୪: ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କ ହତ୍ୟା ନେଇ ରାଜନୈତିକ ମହଲରେ ହଟଚମଟ ଦେଖିବାକୁ ମିଳିଛି। ସବୁଆଡୁ ଲଗାତାର ବୟାନବାଜି ଚାଲୁ ରହିଛି। ସୂଚନାନୁୟାୟୀ, ଭାଜପା ହାଇକମାଣ୍ଡ ନିଜ ଦଳୀୟ ନେତାଙ୍କ ବୟାନରେ ଅସନ୍ତୁଷ୍ଟ ଅଛନ୍ତି। ୟୁପରି ଜଳଶକ୍ତି ମନ୍ତ୍ରୀ ସ୍ବତନ୍ତ୍ର ଦେବ ସିଂହଙ୍କ ଟୁଇଟ୍‌ ଏବଂ ସୁରେଶ ଖାନ୍ନାଙ୍କ ବୟାନରେ ଭାଜପା ହାଇକମାଣ୍ଡ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥଲାଗି ସବୁ ନେତାଙ୍କୁ ଗଣମାଧ୍ୟମରେ ନିଜର ମତ ନ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri