Posted inଜାତୀୟ

ସୁପ୍ରିମକୋର୍ଟରେ ପହଞ୍ଚିଲା ଅତିିକ,ଅଶ୍ରଫ୍‌ ହତ୍ୟା ମାମଲା

ନୂଆ ଦିଲ୍ଲୀ,୧୭।୪: ପୋଲିସ ହେପାଜତରେ ହତ୍ୟା କରାଯାଇଥିବା ମାଫିଆ ଅତିିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ଙ୍କ ହତ୍ୟା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚିଛି। ହତ୍ୟା ଘଟଣାର ତଦନ୍ତ ନେଇ ସର୍ବୋଚ୍ଚ ଅଦାଲତରେ ଏକ ପିଟିସନ ଦାଖଲ ହୋଇଛି। ଦାଖଲ ହୋଇଥିବା ଆବେଦନରେ ସୁପ୍ରିମକୋର୍ଟର ଜଣେ ପୂର୍ବତନ ବିଚାରପତିଙ୍କ ଦ୍ୱାରା ମାମଲା ଶୁଣାଣି କରାଯିବାକୁ ମଧ୍ୟ ଦାବି କରାଯାଇଛି। ଆବେଦନକାରୀ ୨୦୧୭ରୁ ଉତ୍ତରପ୍ରଦେଶରେ ହୋଇଥିବା ଏନକାଉଣ୍ଟର ଯାଞ୍ଚ ପାଇଁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ବିଶେଷଜ୍ଞ କମିଟି ଗଠନ ପାଇଁ ମଧ୍ୟ ଆବେଦନ କରିଛନ୍ତି।
ଆଇନଜୀବୀ ବିଶାଲ ତିୱାରୀ ଏହି ପିଟିସନ ଦାଖଲ କରାଯାଇଛି। ୨୦୧୭ରୁ ଆଜି ଯାଏଁ ହୋଇଥିବା ୧୮୩ଟି ଏନକାଉଣ୍ଟର ଯାଞ୍ଚ ପାଇଁ ଏହି ଯାଚିକାରେ ଆବେଦନ କରାଯାଇଛି। ୟୁପିରେ ହୋଇଥିବା ଏନକାଉଣ୍ଟର ସମ୍ପର୍କରେ ଉତ୍ତରପ୍ରଦେଶର ପୋଲିସ୍‌ ମହାନିର୍ଦ୍ଦେଶକ (ଲ୍‌ ଆଣ୍ଡ ଅର୍ଡର) କହିଛନ୍ତି, ଏହି ହାଇପ୍ରୋଫାଇଲ୍‌ ହତ୍ୟାକାଣ୍ଡର ସୂଚାରୁ ରୂପେ ତଦନ୍ତ କରିବାକୁ ସେ ମଧ୍ୟ ଦାବି କରିଛନ୍ତି।
ତେବେ ଅନ୍ୟ ନକଲି ଏନକାଉଣ୍ଟରର ଖୁଲାସା ପାଇଁ ଆଡଭୋକେଟ ବିଶାଲ ତିୱାରୀ ଦାବି କରିଛନ୍ତି। ଏହା ବ୍ୟତୀତ ୨୦୨୦ରେ କାନପୁର ବିକାରୁ ଏନକାଉଣ୍ଟର ଯାଞ୍ଚ ପାଇଁ ମଧ୍ୟ ସେ ଦାବି କରିଛନ୍ତିି। ଏହି ଏନକାଉଣ୍ଟରରେ ବିକାଶ ଦୁବେ ଏବଂ ତାଙ୍କ ସହଯୋଗୀଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri