Posted inଜାତୀୟ

ମଦମୃତ୍ୟୁ ମାମଲା: ସହାୟତା ଘୋଷଣା କଲେ ନୀତୀଶ

ପାଟନା, ୧୭।୪: ବିହାରରେ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୨୬ରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୃତକଙ୍କ ପରିବାର ଲୋକଙ୍କୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଯୋଗାଇ ଦେବାକୁ ଷୋଷଣା କରାଯାଇଛି ା ଏପରିକି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସିଏମ୍‌ ରିଲିଫ୍‌ ଫଣ୍ଡରୁ ଏହି ଆର୍ଥିକ ସହୟତା ଦିଆଯିବା ନେଇ ସେ ସୂଚନା ଦେଇଛନ୍ତି।
ସେ ଆହୁରି କହିଛନ୍ତି, ଏହି ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାର ଆର୍ଥିକ ଭାବେ ସ୍ବଚ୍ଚଳ ନୁହଁନ୍ତି। ତେଣୁ ତାଙ୍କୁ ଏହି କ୍ଷତିପୂରଣ ଦେବା ନିହାତି ଆବଶ୍ୟକ। ମୃତକଙ୍କ ପରିବାର ନିଜ ମୃତକଙ୍କ ସମସ୍ତ ସୂଚନା ଜିଲା ଅଧୀକାରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରି କି ଜନସାଧାରଣ ମଦ ଠାରୁ ଦୂରେଇ ରହିବାକୁ ସେ ନିବେଦନ କରିଛନ୍ତି।
ସୂଚନାଥାଉ କି, ମଦମୃତ୍ୟୁ ମାମଲାରେ ମୋହିହାରିର ଏସ୍‌ଟିଏଫର ଦୁଇ ଅଧିକାରୀ ଏବଂ ୪ଚୌକିଦାରଙ୍କୁ ନିଲମ୍ବନ କରାଯାଇଛି। ଏହି ଘଟଣାରେ ୫ଟି ମାମଲା ରୁଜୁ ହୋଇଛି। ଏବେ ଏହି ଘଟଣାରେ ୨୫ଜଣଙ୍କୁ ଗିରଫ କରାଯିବା ସହ ବେଆଇନ୍‌ ମଦ ବ୍ୟବସାୟ କରୁଥିବା ୧୦୩ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri