ଗଞ୍ଜାମ ଜିଲାପରିଷଦ, ହିଞ୍ଜିଳି ବ୍ଲକକୁ ଶ୍ରେଷ୍ଠ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଛତ୍ରପୁର,୧୭।୪(ଡି.ଏନ୍‌.ଏ.): ଦେଶରେ ଶ୍ରେଷ୍ଠ ଜିଲାପରିଷଦ ଭାବେ ଗଞ୍ଜାମ ଜିଲାପରିଷଦ ଏବଂ ଶ୍ରେଷ୍ଠ ବ୍ଲକ ଭାବେ ହିଞ୍ଜିଳ ବ୍ଲକକୁ ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ସମ୍ମାନ ମିଳିଛି। ସୋମବାର ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଗଞ୍ଜାମ ଜିଲାପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଓ ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉର୍ନ୍ନୟନ ଅଧିକାରୀ ଭି. କୀର୍ତି ଭାସନ ଏହି ପୁରସ୍କାର ରାଷ୍ଟ୍ରପତିଙ୍କ ଠାରୁ ଗ୍ରହଣ କରିଛନ୍ତି।
ଏଥିସହ ସ୍ବାସ୍ଥ୍ୟ ପଞ୍ଚାୟତ ଭାବେ ହିଞ୍ଜିଳିିକାଟୁ ବ୍ଲକ କଞ୍ଚୁଡୁ ପଞ୍ଚାୟତ, ସଫା ଓ ସବୁଜମୟ ଗ୍ରାମ ଭାବେ ଶାସନଆମ୍ବ ଗାଁ, ଭଞ୍ଜନଗର ବ୍ଲକ କୁଲାଡ ଗ୍ରାମ ପଞ୍ଚାୟତ, ପାତ୍ରପୁର ବ୍ଲକ ଆଙ୍କୁଲୀ ଗ୍ରାମ ପଞ୍ଚାୟତକୁ ମଧ୍ୟ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ଏହାସହ ୧୦ କୋଟି ଟଙ୍କାର ଆର୍ଥିକ ପୁରସ୍କାର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri