୨୯ ହଜାର ହେକ୍ଟର ଜମିକୁ ମାଡ଼ିବ ପାଣି

ଯୋଡ଼ା,୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ଡ୍ୟାମ୍‌ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବନ୍ଧରେ ଜଳ ସଂରକ୍ଷଣ ପାଇଁ ବୈତରଣୀ ନଦୀର ଜଳ ପ୍ରବାହକୁ ବନ୍ଧ ବାନ୍ଧି ଦିଆଯାଇଛି। ପ୍ରକଳ୍ପ କାର୍ଯ୍ୟକାରୀ ପରେ ଜିଲାର ୫ ବ୍ଲକ୍‌ ଅଧୀନ ୨୪୪ ଗାଁର ୨୯ ହଜାରରୁ ଊଦ୍ଧର୍‌ବ ହେକ୍ଟର ଚାଷଜମି ଜଳସେଚିତ ହେବ। ଏହାଦ୍ୱାରା ଚାଷୀ ସବୁ ଋତୁରେ ଚାଷକରି ଉପକୃତ ହୋଇପାରିବେ। ପ୍ରକଳ୍ପ ଆସନ୍ତା ସେପ୍ଟେମ୍ବରରେ ଶେଷ ହୋଇ ୨୦୨୪ ଜୁନ୍‌ରେ କାର୍ଯ୍ୟକାରୀ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରସନ୍ନ ପାଣି ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଗତ ଫେବୃୟାରୀ ୩ରୁ ନଦୀକୁ ବନ୍ଧ ଦ୍ୱାରା ଆବଦ୍ଧକରି ଜଳ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରାଯାଇଛି। ଯୋଡ଼ା ଦେଇ ପ୍ରବାହିତ ହେଉଥିବା ଚିରସ୍ରୋତା ସୁନା ନଦୀ ଏବଂ ବୈତରଣୀ ନଦୀର ଜଳକୁ ବନ୍ଧରେ ସଂରକ୍ଷଣ କାର୍ଯ୍ୟ ଆଂଶିକ ଭାବେ ହୋଇଯାଇଛି। ବନ୍ଧରେ ୧୨ଟି ଗେଟ୍‌ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri