ବେଜିଂର ଚାଙ୍ଗଫେଙ୍ଗ ହସ୍ପିଟାଲରେ ଅଗ୍ନିକାଣ୍ଡ: ୨୧ ମୃତ…

ବେଜିଂ,୧୮।୪ : ଚାଇନାର ରାଜଧାନୀ ବେଜିଂର ଏକ ଡାକ୍ତରଖାନାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ଏହି ଦୁର୍ଘଟଣା ରୋଗୀ ବିଭାଗର ପୂର୍ବ ୱିଙ୍ଗରେ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ଘଟିଛିି। ସ୍ଥାନୀୟ ସମୟ ମଧ୍ୟାହ୍ନ ୧୨ ଟା ୫୭ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହାକୁ ନିୟନ୍ତ୍ରଣରେ ରଖିବାକୁ ପ୍ରାୟ ଦେଢ଼ଘଣ୍ଟା ସମୟ ଲାଗିଥିଲା ।

କୁହାଯାଉଛି ଯେ ନିଆଁ ଲାଗିବା ମାତ୍ରେ ଜରୁରୀକାଳୀନ ଦଳ ବେଜିଂର ଚାଙ୍ଗଫେଙ୍ଗ ହସ୍ପିଟାଲରେ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ। ଉଦ୍ଧାର କାର୍ଯ୍ୟ ପରେ ମୋଟ ୭୨ ଜଣଙ୍କୁ ହସ୍ପିଟାଲରୁ ବାହାର କରାଯାଇଥିଲା। ଚିକିତ୍ସା ସମୟରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିଲା।

ନିଆଁ ଲାଗିବା ପରେ କିଛି ଲୋକ ଡେଇଁପଡିଥିଲେ। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri