Odisha Elections 2024

ତାତିରୁ ମିଳିବ ଆଶ୍ୱସ୍ତି: ୨୧ରେ ଏହି ସବୁ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା କମିବ। ଆସନ୍ତା ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇଛନ୍ତି।

ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ୨୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲାରେ କେତେକ ସ୍ଥାନରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାରେ କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍‌ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri