Odisha Elections 2024
Posted inଜାତୀୟ

ଦଳରୁ ନିଲମ୍ବିତ ହେଲେ କଂଗ୍ରେସ ନେତା, ଅତିକ୍‌ଙ୍କୁ ନେଇ ଦେଇଥିଲେ ବିବାଦୀୟ ମନ୍ତବ୍ୟ

ଲକ୍ଷ୍ନୌ,୨୦।୪: ପ୍ରୟାଗରାଜରେ ଅତିକ୍‌ ଅହମ୍ମଦଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତାଙ୍କୁ ସିଟି କଂଗ୍ରେସ କମିଟି ୬ ବର୍ଷ ପାଇଁ ଦଳରୁ ନିଲମ୍ବନ କରିଛି। ସୂଚନାଯୋଗ୍ୟ, କଂଗ୍ରେସ ନେତା ତଥା କାଉନସିଲର ପ୍ରାର୍ଥୀ ରାଜକୁମାର ଅତିକ୍‌ଙ୍କ କବର ଉପରେ ତ୍ରିରଙ୍ଗା ରଖିଥିଲେ। କେବଳ ଏତିକି ନୁହେଁ, ଭାରତ ରତ୍ନଙ୍କୁ ଦେବାକୁ ଦାବି କରିଥିଲେ। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଥିବା ବେଳେ ଦଳ ତାଙ୍କୁ ନିଲମ୍ବନ କରିଥିଲା। ଯେତେବେଳେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ପ୍ରୟାଗରାଜର ସିଟି କଂଗ୍ରେସ କମିଟି ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବନ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟିକୁ ବଡ ଝଟ୍‌କା

ମଉ,୧୬।୫: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ତଥା ଦଳର ଜାତୀୟ ସଚିବ ରାମହରି ଚୌହାନ ବୁଧବାର ପାର୍ଟିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଲୋକ ସଭା...

ଭାଜପାର ଖେଳ ବିଗାଡିଦେଲେ ରାଜା ଭାୟା

ନୂଆଦିଲ୍ଳୀ,୧୬।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପୂର୍ବରୁ ଉତ୍ତରପ୍ରଦେଶରେ ରାଜନୈତିକ ହଲଚଲ ତୀବ୍ର ହୋଇଛି। ଏହର ସବୁଠାରୁ ବଡ କାରଣ ହେଉଛି ରାଜ ଭାୟା।...

ମୁମ୍ବାଇ ରାଲିରେ ସାମିଲ ହେବେ ନାହିଁ ମମତା, ଅଖିଳେଶ କି ଗାନ୍ଧୀ ପରିବାରର କୌଣସି ସଦସ୍ୟ

ନୂଆଦିଲ୍ଲୀ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ ଶୋ ଏବଂ ରାଲି ପରେ ଏବେ ବିରୋଧୀ ଇଣ୍ଡିଆ ଆଲାଏନ୍ସ ମଧ୍ୟ ଦେଶର ଆର୍ଥିକ ରାଜଧାନୀରେ ଏକ ମେଗା...

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଓହ୍ଲାଇଲେ ଯାତ୍ରୀ

ନୂଆଦିଲ୍ଲୀ,୧୬।୫: ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା...

ଅମିତ ଶାହାଙ୍କ ଚେତାବନୀ, ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କର ଓଲଟା ଲଟକେଇ..

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବିହାରର ମଧୁବନୀରେ ଏକ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ...

‘ଇଣ୍ଡିଆ’ ମେଣ୍ଟ ସରକାର ଗଢିଲେ କିଏ ହେବେ ପ୍ରଧାନମନ୍ତ୍ରୀ? ମନର କଥା କହିଲେ ଦିଗବିଜୟ

ନୂଆଦିଲ୍ଲୀ,୧୬।୫: ଭୁପେଶ ବାଘେଲଙ୍କ ପରେ ବର୍ତ୍ତମାନ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ମଧ୍ୟ ରାହୁଲ ରାଗ ଛାଡିଛନ୍ତି। ରାହୁଲ...

ଏ ମୋଦି ତ ବହୁତ ସୁନ୍ଦର… କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ଜୈନପୁର,୧୬।୫: ଉତ୍ତରପ୍ରଦେଶର ଜୈନପୁରରେ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସୁନ୍ଦର ପିଲାଙ୍କୁ ଦେଖି ପ୍ରଶଂସା କରିଛନ୍ତି। ଏହି ଦୁଇ ପିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଅମିତ ଶାହା କହିଲେ-”କେଜ୍‌ରିଓ୍ବାଲଙ୍କୁ ଦିଆଯାଇଛି ସ୍ବତନ୍ତ୍ର ଟ୍ରିଟ୍‌ମେଣ୍ଟ୍‌”, ପ୍ରତିକ୍ରିୟା ଦେଲେ ସୁପ୍ରିମକୋର୍ଟ

ନୁଆଦିଲ୍ଲୀ,୧ା୫: ଏଏପି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ବେଲ୍‌ ପ୍ରସଙ୍ଗରେ କେନ୍ଦ୍ର ସ୍ବରାଷ୍ଟ୍ର୍‌ମନ୍ତ୍ରୀ ଅମିତ ଶାହା ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇଛନ୍ତି ସୁପ୍ରିମକୋର୍ଟ। କେଜ୍‌ରିଓ୍ବାଲଙ୍କୁ ବେଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri