Posted inଜାତୀୟ

କଂଗ୍ରେସ ଟିକେଟ ନ ଦେବାରୁ ଏଚ୍‌ ଡି ଦେବେଗୌଡ଼ାଙ୍କୁ ଭେଟିଲେ ମୋହିଉଦ୍ଦିନ ବାଭା

କର୍ନାଟକ, ୨୦।୪: କର୍ନାଟକରେ ବିଧାନସଭା ନିର୍ବାଚନ ମେ ୧୦ରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ରାଜନୈତିକ ହଟଚମଟ ଦେଖିବାକୁ ମିଳୁଛି। ଟିକେଟ ନ ମିଳିବା ଯୋଗୁ ବିଭିନ୍ନ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ଦେଖାଦେଇଛି। ଯେଉଁମାନେ ଟିକେଟ ପାଇନାହାନ୍ତିି ସେମାନେ ଦଳ ଛାଡୁଛନ୍ତି। ଯେଉଁମାନେ ଟିକେଟ ପାଇଛନ୍ତି ସେମାନେ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଭଳି ପରିସ୍ଥିତିରେ କଂଗ୍ରେସ ନେତା ମୋହିଉଦ୍ଦିନ ବାଭାଙ୍କୁ ଦଳ ଟିକେଟ ଦେଇ ନ ଥିବାରୁ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ମୋହିଉଦ୍ଦିନ ବାଭା ଗୁରୁବାର ଏଚ୍‌ ଡି ଦେବେଗୌଡାଙ୍କୁ ଭେଟଛନ୍ତି। ସାକ୍ଷାତ୍‌ ସମୟରେ ସେ ବିଧାନସଭା ନିର୍ବାଚନ ବିଷୟରେ କଥା ହୋଇଛନ୍ତି। ପରେ ସେ ଜେଡିଏସ୍‌ରୁ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଆଗ୍ରହୀ ଥିବା କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri