Odisha Elections 2024

ସମ୍ବଲପୁରରେ ୟୁପି ପୋଲିସ ଟିମ୍‌କୁ ନେଇ ଚର୍ଚ୍ଚା

ସମ୍ବଲପୁର,୨୧ା୪(ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀଙ୍କ ଗୁଡ୍ଡୁ ମୁସଲିମ୍‌ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବିଭିନ୍ନ ରାଜ୍ୟରେ ଖୋଜାଖୋଜି କରି ଗୁଡ୍ଡୁଙ୍କୁ ଧରିବାକୁ ଚେଷ୍ଟା ଜାରି ରଖିଛି। ଏହି ପୋଲିସ ଟିମ୍‌ ସମ୍ବଲପୁର ଜିଲାର କେତେକ ସ୍ଥାନରେ ଚଢାଉ କରିଥିବା ନେଇ ଆଲୋଚନା ହେଉଛି। ତେବେ ଏହି ଘଟଣାକୁ ସମ୍ବଲପୁର ପୋଲିସ ଅସ୍ବୀକାର କରିଛି। ଜିଲାର ଧନୁପାଲି ଓ ରେଙ୍ଗାଲି ଥାନା ଅଞ୍ଚଳରେ ଏହି ଟିମ୍‌ ଚଢାଉ କରିଥିବା ଚର୍ଚ୍ଚା ହେଉଛି। ପୂର୍ବରୁ ବରଗଡ଼ ଜିଲାର ସୋହେଲା ଅଞ୍ଚଳରେ ମଧ୍ୟ ଏହି ଟିମ୍‌ ଚଢାଉ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର...

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର...

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ବୁଧବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri