Posted inଜାତୀୟ

ଭାରତର ନିଜସ୍ବ ପରମ୍ପରା ରହିଛି: ସମଲିଙ୍ଗୀ ବିବାହ ନେଇ ଜବାବ ଦେଲେ ରିଜିଜୁ…

ନୂଆଦିଲ୍ଲୀ,୨୩।୪ : ସମଲିଙ୍ଗୀ ବିବାହ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। କେନ୍ଦ୍ର ସରକାର ଏହା ଉପରେ ଏକ ଆପତ୍ତି ଉଠାଇଛନ୍ତି। ଏହି ବିଷୟରେ କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, ସମଲିଙ୍ଗୀ ସମ୍ପର୍କରେ ଥିବା ଲୋକଙ୍କ ପ୍ରତି ଆମର କୌଣସି ଆପତ୍ତି ନାହିଁ, କିନ୍ତୁ ଯେତେବେଳେ ବିବାହ କଥା ଆସେ, ସେତେବେଳେ କେବଳ କିଛି ଲୋକ ଏହା ସ୍ଥିର କରିପାରିବେ ନାହିଁ।

ରିଜିଜୁ କହିଛନ୍ତି, ନାଗରିକଙ୍କ ଜୀବନ ବଞ୍ଚିବାର ସ୍ବାଧୀନତା ସମ୍ବିଧାନରେ ଦିଆଯାଇଛି, ତେଣୁ ଦୁଇ ଜଣ କିପରି ପରସ୍ପର ସହ ରୁହନ୍ତି ସେଥିରେ ଆମର କୌଣସି ଆପତ୍ତି ନାହିଁ। ସମଲିଙ୍ଗୀଙ୍କର ଲିଭଇନକୁ ଅଣ-ଅପରାଧ ଶ୍ରେଣୀରେ ସ୍ଥାନିତ କରାଯାଇଛି। ବର୍ତ୍ତମାନ ତୁମେ ଯେଉଁଠାରେ ରହିବାକୁ ଚାହୁଁଛ, ତୁମେ କିପରି ରହିବାକୁ ଚାହୁଁଛ ସେଠାରେ ରହିପାରିବ। ଏଥିରେ ଆମର କିଛି ଆପତ୍ତି ନାହିଁ। କିନ୍ତୁ ଯେତେବେଳେ ବିବାହ କଥା ଆସେ, ଏହା ଏକ ଅନୁଷ୍ଠାନ । ଭାରତ ଏକ ପ୍ରାଚୀନ ଦେଶ। ଏହାର ନିଜସ୍ବ ପରମ୍ପରା ଅଛି। ଏକ ମାନ୍ୟତା ରହିଛି। ଅନେକ ଧର୍ମର ମିଳନ ଅଛି।

ପରମ୍ପରାର ପରିବର୍ତ୍ତନ ଉପରେ ବିସ୍ତୃତ ଆଲୋଚନା ହେବା ଉଚିତ ବୋଲି ସେ କହିଛନ୍ତି। ଏଭଳି ପ୍ରସଙ୍ଗରେ କିଛି ଲୋକ ନିଷ୍ପତ୍ତି ନେବେ କି ସଂସଦରେ ନିର୍ବାଚିତ ପ୍ରତିନିଧୀମାନେ ତାହା ଉପରେ ଆଲୋଚନା କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri