ଅଖିମୁଠି ଅନୁକୂଳ କଲେ ବିଡିଓ

ଚାନ୍ଦବାଲି,୨୩।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋଠାରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର କୃଷି ବିଭାଗ ପକ୍ଷରୁ ଅଖିମୁଠି ଅନୁକୂଳ କରାଯାଇଛି । ମତୋ ଚକିଆ ସାହି ନିକଟରେ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚାନ୍ଦବାଲି ବିଡିଓ ଜ୍ୟୋତିବିକାଶ ଦାସ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି । ପରେ ମତୋ କଲ୍ୟାଣ ମଣ୍ଡପରେ କୃଷି ବିଭାଗ ପକ୍ଷରୁ କୃଷକମାନଙ୍କୁ ନେଇ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଚାନ୍ଦବାଲି କୃଷି ଅଧିକାରୀ ଡ. ଅରୁଣ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ସାଧାରଣ ସଭାରେ ବିଡିଓ ଓ ଆତ୍ମାର ସଭାପତି କ୍ଷୀରୋଦ ଥାଟୋଇ, ମତୋ ସରପଞ୍ଚଙ୍କ ପ୍ରତିନିଧି ପ୍ରଦୀପ ପଲ୍ଲେଇ, ସହକାରୀ କୃଷି ଅଧିକାରୀ ଲିପ୍ସା ପ୍ରିୟଦର୍ଶନୀ, ବ୍ଲକ ଉଦ୍ୟାନ ଅଧିକାରିଣୀ ସାଧନା ବେହେରା, ସମସ୍ତ କୃଷିମିତ୍ର ଓ ଭିଏଲ୍‌ଡବ୍ଲ୍ୟୁ ଜୟନ୍ତ କୁମାର ମୁଣ୍ଡା ପ୍ରମୁଖ ଯୋଗଦେଇ ଚଷା ଓ ଚାଷ ସମ୍ପର୍କରେ ବିଭିନ୍ନ ସ୍କିମ ଉପରେ ସଚେତନତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri