ଜୟଶଙ୍କରଙ୍କୁ ଏକ ବିଶେଷ ଉପହାର ଦେଲେ ଗୁଆନା ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୪: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବେ ଦକ୍ଷିଣ ଆମେରିକୀୟ ଦେଶ ଗସ୍ତରେ ଅଛନ୍ତି। ଶନିବାର ଗୁଆନାରେ ତାଙ୍କର ସମକକ୍ଷ ହୟୁ ଡଟଙ୍କ ସହ ୫ମ ଭାରତ-ଗୁଆନା ମିଳିତ କମିଟି ବୈଠକରେ ସହଯୋଗ କରିଥିଲେ। ଏହି ସମୟରେ ସେ ରାଷ୍ଟ୍ରପତି ଇରଫାନ ଅଲି ଓ ଉପରାଷ୍ଟ୍ରପତି ଭରତ ଜଗଦେବଙ୍କ ସହ ସାକ୍ଷାତ୍‌ କରିଛନ୍ତି। ଏହି ବୈଠକରେ କୃଷି, ପ୍ରତିରକ୍ଷା ସହଯୋଗ ଏବଂ ଭିତ୍ତିଭୂମି ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।
ରାଷ୍ଟ୍ରପତି ଅଲି ଏହି ସାକ୍ଷାତକାର ସମୟରେ ଜୟଶଙ୍କରଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି। ଉପହାର ସ୍ବରୁପ ସେ ଏକ କ୍ରିକେଟ ବ୍ୟାଟ ଓ ତାଙ୍କ ନାମ ଲେଖାଥିବା ଏକ ଜର୍ସି ଉପହାର ଦେଇଛନ୍ତି। ଏହାର ଏକ ଫଟୋ ଜୟଶଙ୍କର ଟୁଇଟରରେ ଶେୟାର କରିଛନ୍ତି। ଏହି ସମୟରେ କ୍ରିକେଟକୁ ନେଇବି ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri