ସେନା ଶିବିର ନିକଟରେ କାର ବୋମା ବିସ୍ଫୋରଣ: ୧୦ ମୃତ…

ବମାକୋ,୨୩।୪ : କେନ୍ଦ୍ରୀୟ ମାଲିର ଏକ ସାମରିକ ବେସ ନିକଟରେ ହୋଇଥିବା ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି। ମାଲି ସେନାର ମୁଖପାତ୍ର କର୍ନେଲ ସୋଲେମେନ ଡେମ୍ବଲେ ଆସୋସିଏଟେଡ ପ୍ରେସକୁ କହିଛନ୍ତି ମୋପାଟି ଅଞ୍ଚଳର ସେଭରେ ସହରରେ ଥିବା ଏକ ସାମରିକ ଶିବିର ନିକଟରେ କାର ବୋମା ବିସ୍ଫୋରଣ ହୋଇ ଅନେକ ଘର ନଷ୍ଟ ହେବା ସହିତ ଲୋକଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ଏହି ଆକ୍ରମଣ ପାଇଁ କୌଣସି ଆତଙ୍କବାଦୀ ସଂସ୍ଥା ନିଜକୁ ଦାୟୀ କରି ନାହାନ୍ତି।

କିନ୍ତୁ ଇସଲାମିକ ଜିହାଦୀମାନେ ଏହି କ୍ଷେତ୍ରରେ ସକ୍ରିୟ ଅଛନ୍ତି। ଜିହାଦୀମାନେ ପ୍ରାୟ ଏକ ଦଶନ୍ଧି ଧରି ଆତଙ୍କବାଦୀ ଆକ୍ରମଣ କରି ଦେଶରେ ସଙ୍କଟ ସୃଷ୍ଟି କରିଛନ୍ତି। ଯଦିଓ ଏହି ସାମରିକ ବେସକୁ ପୂର୍ବରୁ ଟାର୍ଗେଟ କରାଯାଇଛି, କିନ୍ତୁ ଚଳିତ ବର୍ଷ ଏହା ହେଉଛି ସବୁଠାରୁ ବଡ ଧରଣର ଆକ୍ରମଣ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri