Posted inଜାତୀୟ

କର୍ନାଟକ ବିଧାନସଭା ନିର୍ବାଚନ: ୫୧୭ଜଣ କଲେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର

ବେଙ୍ଗାଲୁରୁ, ୨୫।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବାର ସୋମବାର ଶେଷ ଦିନ ଥିଲା। ତେବେ ନିର୍ବାଚନ ଅଧିକାରୀ କହିଛନ୍ତି, ୫୧୭ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ମୋଟ ୨୬୧୩ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ।

ଏଥିସହିତ ରାଜ୍ୟରେ ନିର୍ବାଚନ ପ୍ରଚାର ଜୋରଦାର ହେବାରେ ଲାଗିଛି। କଂଗ୍ରେସ ଏବଂ ଭାଜପାର ବରିଷ୍ଠ ନେତାମାନେ ଏବେ ନିର୍ବାଚନୀ ପ୍ରଚାର କରୁଛନ୍ତି। ଭାଜପା ସଭାପତି ଜେପି ନଡ୍ଡା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ କର୍ନାଟକରେ ରୋଡ ଶୋ ପରେ ବର୍ତ୍ତମାନ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ମହୀଶୂର ଏବଂ ଚାମରାଜନଗର ଗସ୍ତ କରିବେ। ଏହି ଅଞ୍ଚଳର ଅଧିବାସୀ ଭୋକାଲିଗା ସମ୍ପ୍ରଦାୟ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri