Posted inଜାତୀୟ

ମହାରାଷ୍ଟ୍ରରେ ପୋଷ୍ଟର ରାଜନୀତି: ଲାଗିଲା ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଘୋଷଣା କରୁଥିବା ପୋଷ୍ଟର…

ମୁମ୍ବାଇ,୨୫।୪ : ମହାରାଷ୍ଟ୍ରର ଏବେ ପୋଷ୍ଟର ରାଜନୀତି ଆରମ୍ଭ ହୋଇଛି। ଏବେ ଧରାବୀରେ ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ବୋଲି ଘୋଷଣା କରୁଥିବା ପୋଷ୍ଟର ଏବଂ ବ୍ୟାନର ଲଗାଯାଇଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି ବୋଲି ତାଙ୍କ ବିବୃତ୍ତି ପରେ ତାଙ୍କୁ ଭବିଷ୍ୟତର ମୁଖ୍ୟମନ୍ତ୍ରୀ ବୋଲି ଦର୍ଶାଉଥିବା ପୋଷ୍ଟର ଲଗାଯାଇଛି।

ସୂଚନାଯୋଗ୍ୟ, ଗଣମାଧ୍ୟମ ସହ ବାର୍ତ୍ତାଳାପରେ ଅଜିତ ପାୱାରଙ୍କୁ ପଚରାଯାଇଥିଲା, ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଏନସିପି ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଦାବି କରିବ କି? ଏହା ଉପରେ ସେ କହିଥିଲେ ୨୦୨୪ କାହିଁକି, ଆମେ ଏବେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦବୀ ଦାବି କରିବାକୁ ପ୍ରସ୍ତୁତ ଅଛୁ। ଅଜିତ ପାୱାର ଏହା ମଧ୍ୟ କହିଥିଲେ ମୁଁ ଶତପ୍ରତିଶତ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି। ଏହାକୂ ନେଇ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଏହା ପରେ ପରେ ରାଜ୍ୟରେ ପୋଷ୍ଟର ରାଜନୀତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri