ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ର ବିସ୍ଫୋରଣ ଘଟଣାରେ ଆତଙ୍କବାଦୀଙ୍କ ହାତ ନାହିଁ…

ଇସଲାମାବାଦ,୨୫।୪ : ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ରରେ ଘଟିଥିବା ବିସ୍ଫୋରଣ ନେଇ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ଘଟଣା ପଛରେ ଆତଙ୍କବାଦୀଙ୍କ ହାତ ନାହିଁ ବୋଲି ପୋଲିସ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ସୋମବାର ରାତି ୮ଟା ୨୦ରେ ଏହି ବିସ୍ଫୋରଣ ଘଟିଥିଲା। ଏହାପରେ ପୋଲିସ ପକ୍ଷରୁ ଏହାjର ତଦନ୍ତ ଆରମ୍ଭ ହୋଇଥିଲା।

ପ୍ରଥମେ ଏହା ଆତଙ୍କବାଦୀ ଆକ୍ରମଣ ବୋଲି ଅନୁମାନ କରାଯାଉଥିଲା। ତେବେ ପରେ ପୋଲିସ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି।

ଏହି ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ରୁ ଅଧିକ ଆହତ ହୋଇଥିଲେ। ଡେପୁଟି ଇନ୍ସପେକ୍ଟର ଜେନେରାଲ (ଡିଜି) ସିଟିଡି ଖାଲିଦ ସୁହେଲ କହିଛନ୍ତି , ଏହି ବିସ୍ଫୋରଣରେ ମୃତ୍ୟ ଘଟିଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଣେ ବାଳିକାୁ, 12 ପୋଲିସ କର୍ମଚାରୀ ଏବଂ ଚାରିଜଣ ବନ୍ଦୀ ଅଛନ୍ତି। ଆତ୍ମଘାତୀ ଆକ୍ରମଣର ପ୍ରାରମ୍ଭିକ ଦାବିକୁ ଖଣ୍ଡନ କରି ସୁହେଲ କହିଛନ୍ତି, ପୋଲିସ ଷ୍ଟେଶନରେ ଏକ ଷ୍ଟୋର ଅଛି, ଯେଉଁଠାରେ ଜବତ କରାଯାଇଥିବା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ରହିଥିଲା। ପ୍ରାରମ୍ଭିକ ଅନୁସନ୍ଧାନରୁ ଜଣାପଡିଛି , ଅର୍ଡିନାନ୍ସ ଡିପୋରେ ଏକ ଶର୍ଟ ସର୍କିଟ ଯୋଗୁ ଏହି ବିସ୍ଫୋରଣ ଘଟିଛି।

 

ପୋଲିସ କହିଛି, ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିବା କୌଣସି ପ୍ରମାଣ ମିଳିନାହିଁ। ଅସ୍ତ୍ରଶସ୍ତ୍ରରେ ଅଗ୍ନିକାଣ୍ଡ ଏବଂ ଶର୍ଟ ସର୍କିଟ ଯୋଗୁଁ ବିସ୍ଫୋରଣ ହେବାର ସମ୍ଭାବନା ଅଧିକ। ଖାଇବର ପାସ୍ତୁନଖ୍ବାର ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ଅଖତର ହୟାତ ମଧ୍ୟ ଏହି ଘଟଣାରେ ଆତଙ୍କବାଦୀଙ୍କ ହାତ ଅଛି ବୋଲି ଅସ୍ବୀକାର କରିଛନ୍ତି।

 

ଅନୁସନ୍ଧାନ ରିପୋର୍ଟରେ କୁହାଯାଇଛି ଯେ ବିସ୍ଫୋରଣ ଯୋଗୁଁ ମସଜିଦ, ଘର, ସ୍କୁଲ କାନ୍ଥ ଏବଂ ଛାତ ସମେତ ଆଖପାଖ ଅଟ୍ଟାଳିକା ମଧ୍ୟ ଭୁଶୁଡି ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri