Posted inଜାତୀୟ

କର୍ନାଟକରେ ୧୫୦ସିଟ୍‌ ହାତେଇବ କଂଗ୍ରେସ: ରାହୁଲ

ବେଙ୍ଗାଲୁରୁ,୨୮।୪:କର୍ନାଟକରେ ଆସନ୍ତା ୧୦ତାରିଖରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବାକୁ ଯାଉଛି। ତେବେ ନିର୍ବାଚନ ପୂର୍ବରୁ ନିଜ ଦଳ ସପକ୍ଷରେ ଭୋଟ ହାତେଇବା ପାଇଁ ନେତାମାନେ ଅନେକ ପ୍ରତିଶ୍ରୁତି ଦେଉଛନ୍ତି। ଏହିକ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର କହିଛନ୍ତି ଯେ, ରାଜ୍ୟରେ ବିଭିନ୍ନ ବିଭାଗରେ ୫୦ହଜାର ପଦବୀ ଖାଲି ପଡିଛି। ତେବେ କଂଗ୍ରେସ ସରକାରକୁ ଆସିଲେ ଏହି ୫୦ହଜାର ପଦବୀ ପୂରଣ କରିବ। ଆମ ଦଳ କ୍ଷମତାକୁ ନିଶ୍ଚୟ ଆସିବ। କଂଗ୍ରେସକୁ ଅତିକମ୍‌ରେ ୧୫୦ଟି ସିଟ୍‌ ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri