Posted inଜାତୀୟ

ଥମୁଛି କରୋନା…

ନୂଆଦିଲ୍ଲୀ, ୨୯।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫୧ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୭,୧୫୬ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୫ ରେ ପହଞ୍ଚିଛି। େଏହି ସମୟରେ ସକ୍ରିୟ ମାମଲା ୫୧ ହଜାର ୩୧୪ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୯,୬୬୯ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୫୦୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୩୯ ହଜାର ୫୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୫୬ ହଜାର ୬୯୩ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri