ଆଖି ମାରି ରାତାରାତି ପ୍ରସିଦ୍ଧ ହୋଇଥିଲେ ଏହି ଅଭିନେତ୍ରୀ, ଦୀର୍ଘଦିନ ପରେ ପୁଣି ଦେଖାଇଲେ ମୁହଁ

ମୁମ୍ବାଇ: ୨୦୧୯ରେ ଦକ୍ଷିଣର ଜଣେ ଝିଅ ସ୍କୁଲ ଡ୍ରେସ୍‌ରେ ଥାଇ ଆଖି ମାରି ରାତାରାତି ପ୍ରସିଦ୍ଧ ହୋଇଥିଲେ। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ମାଲାୟଲମ ଅଭିନେତ୍ରୀ ପ୍ରିୟା ପ୍ରକାଶ। ତାଙ୍କୁ ଲୋକେ ‘ଓ୍ବିଙ୍କ୍‌ ଗର୍ଲ’ ଭାବେ ଜାଣନ୍ତି। ଯିଏ କି ତାଙ୍କ ଆକର୍ଷଣୀୟ ଶୈଳୀ ସହିତ ରାତାରାତି ଇଣ୍ଟରନେଟ୍‌ ସେନ୍ସେସନ୍‌ ପାଲଟିଥିଲେ। ଏହି ମାଲାୟଲମ ଅଭିନେତ୍ରୀ, କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ‘ଓ୍ବିଙ୍କ୍‌ ଗର୍ଲ’ ଭାବରେ ଜଣାଶୁଣା। ତାଙ୍କ ଫଟୋ ଶେୟାର କରି ସୋସିଆଲ ମିଡିଆ ମାଧ୍ୟମରେ ଲକ୍ଷ ଲକ୍ଷ ଲୋକଙ୍କ ଦୃଷ୍ଟି ଆକର୍ଷଣ କରନ୍ତି। ଅଭିନେତ୍ରୀ ବେଳେବେଳେ ଇନ୍‌ଷ୍ଟାଗ୍ରାମରେ ନିଜର ବୋଲ୍ଡ ଫଟୋ ପ୍ରଦର୍ଶନ କରନ୍ତି, କେବେ ପାରମ୍ପରିକ, ବେଳେବେଳେ ଗୀତ ଗାଇ, ଡ୍ୟାନ୍ସ କରି ପ୍ରଶଂସକଙ୍କୁ ମନୋରଞ୍ଜନ କରନ୍ତି। ଆଜିକାଲି ସେ ବିଭିନ୍ନ ଫଟୋଶୁଟ୍‌ କରି ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି।

ପ୍ରିୟା ପ୍ରକାଶ ଏବେ ମାଳଦ୍ୱୀପରେ ଛୁଟି ମନାଉଛନ୍ତି। ସେ ନିଜେ ଏ ବିଷୟରେ ଫଟୋ ଶେୟାର କରି ଜଣାଇଛନ୍ତି। ୨୩ ବର୍ଷ ବୟସରେ ପ୍ରିୟା ପ୍ରକାଶ ବହୁତ ପରିବର୍ତ୍ତନ କରିଛନ୍ତି ଏବଂ ବର୍ତ୍ତମାନ ତାଙ୍କ ଚେହେରା ଦିନକୁ ଦିନ ଉଜ୍ଜ୍ୱଳ ହେବାରେ ଲାଗିଛି। ଇଣ୍ଟରନେଟ ସେନ୍ସେସନ୍‌ ହେବା ପରେ ପ୍ରିୟା ବହୁତ କାମ କରିଛନ୍ତି।

ଓ୍ବାର୍କ ଫ୍ରଣ୍ଟ ବିଷୟରେ କହିବାକୁ ଗଲେ ଏହି ଅଭିନେତ୍ରୀ ଖୁବ୍‌ଶୀଘ୍ର ‘ଶ୍ରୀଦେବୀ ବଙ୍ଗଳା’ରେ ନଜର ଆସିବେ। ଯାହା ମାଧ୍ୟମରେ ସେ ହିନ୍ଦୀ ଡେବ୍ୟୁ କରିବାକୁ ଯାଉଛନ୍ତି। ଯାହାର କିଛି ଅଂଶ ଶୁଟ୍‌ ହୋଇଥିଲେ ହେଁ ଅନ୍ୟ ଦୃଶ୍ୟଗୁଡ଼ିକ ଶୁଟିଂ ହେବାରେ ବିଳମ୍ବ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri