Posted inଜାତୀୟ

ଫସାଇବା ପାଇଁ ନାବାଳିକାର ବ୍ୟବସ୍ଥା କରିଥିଲେ ପୁନିଆ: ବ୍ରିଜ୍‌ ଭୂଷଣ

ନୂଆଦିଲ୍ଲୀ, ୨।୫: ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ମୁଖ୍ୟ ତଥା ଯୌନ ଉତ୍ପୀଡ଼ନର ଅଭିଯୁକ୍ତ ବ୍ରିଜ୍‌ ଭୂଷଣ ସିଂ ରେସଲର୍‌ମାନଙ୍କ ବିରୋଧରେ ଏକ ନୂଆ ଅଭିଯୋଗ ଆଣିିଛନ୍ତି। ସେ କହିଛନ୍ତି ଯେ, ପସ୍କୋ ଅଧିନିୟମ ଅନୁଯାୟୀ ମୋ ଉପରେ ନିର୍ଯାତନା ଅଭିଯୋଗ କରିବା ଲାଗି ବଜରଙ୍ଗ ପୁନିଆ ଗୋଟିଏ ନାବାଳିକାର ବ୍ୟବସ୍ଥା କରିଥିଲେ।

ବ୍ରିଜ୍‌ ଭୂଷଣ କହିଛନ୍ତି ଯେ, ଏହି ମାମଲାର ଯାଞ୍ଚ ପାଇଁ ଯେଉଁ କମିଟି ଗଠନ କରାଯାଇଥିଲା ସେଥିରେ ନାବାଳିକା ଜଣକ ଏ ଯାଏ ସାକ୍ଷୀ ଦେଇନାହାନ୍ତି। ମୁଁ କମିଟିରେ ଏକ ଅଡିଓ କ୍ଲିପ ଦାଖଲ କରଛି। ଯେଉଁଥିରେ ବଜରଙ୍ଗ ପୁନିଆ ଜଣେ ବ୍ୟକ୍ତିଙ୍କୁ ନାବାଳିକାର ବ୍ୟବସ୍ଥା କରିବାକୁ କହୁଛନ୍ତି। ତିନିମାସ ପରେ ସେମାନେ ନାବାଳିକାର ବ୍ୟବସ୍ଥା କଲେ ଏବଂ ଏକ ନୂଆ ଅଭିଯୋଗ ଆଣିଲେ।

ସେ କହିଛନ୍ତି, ବିରୋଧ ପ୍ରଦର୍ଶନକୁ ରାଜନୀତିକରଣ କରାଯାଇଛି। ବ୍ରିଜ୍‌ ଭୂଷଣ ଦାବି କରିଛନ୍ତି ଯେ, ଶାହିନବାଗ ଏବଂ କୃଷକ ଆନ୍ଦୋଳନରେ ଯେଉଁ ଚିନ୍ତାଧାରା ସକ୍ରିୟ ଥିଲା ତାହା ପୁଣି ଏବେ ଦେଖାଯାଉଛି। ମୁଁ କେବଳ ଏକ ବାହାନା ମାତ୍ର, ସେମାନେ ଭାଜପାକୁ ହିଁ ଟାର୍ଗେଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri