Posted inଜାତୀୟ

‘କଂଗ୍ରେସ-ଜେଡିଏସର କାର୍ଯ୍ୟ ଗୋଟିଏ’, ଉଭୟ ଦୁର୍ନୀତିକୁ ପ୍ରୋତ୍ସାହିତ କରୁଛନ୍ତି: ଗର୍ଜିଲେ ମୋଦି

ଚିତ୍ରଦୁର୍ଗ,୨।୫: କର୍ନାଟକ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ରହିଛି। ଏହାରି ଭିତରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଧୂଆଁଧାର ରାଲି ଆରମ୍ଭ କରି ଦେଇଛନ୍ତି। ମିଶନ କର୍ନାଟକରେ ଶାସକ ଭାଜପା ପୁଣିଥରେ ଶାସନ କ୍ଷମତା ହାତେଇବାକୁ ସମସ୍ତ ଶକ୍ତି ଲଗାଇଦେଇଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ରାଜ୍ୟର ଚିତ୍ରଦୁର୍ଗାରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଓ ଜେଡିଏସ ଉପରେ ଖୁବ ବର୍ଷିଛନ୍ତି। ମୋଦି କହିଛନ୍ତି, କଂଗ୍ରେସ ଓ ଜେଡିଏସ ଦେଖିବା ପାଇଁ ଦୁଇଟି ଦଳ, ହେଲେ ହୃଦୟରୁ ଓ କାମରେ ଏମାନେ ଗୋଟିଏ। ଏହାସହ ମୋଦି ଭାଜପାକୁ ଭୋଟ ଦେବାକୁ ଜନତାଙ୍କୁ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri