ବିତ୍ତୀୟ ନିଅଣ୍ଟ ୬୧% ଟପିଲା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସରେ ୪.୩୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି, ଯାହା କି ବଜେଟ ଅନୁମାନର ୬୧.୪%। ମହାଲେଖା ନିୟନ୍ତ୍ରକ(ସିଜିଏ) ବୁଧବାର ଜାରି କରିଥିବା ତଥ୍ୟ ଅନୁଯାୟୀ ନିରପେକ୍ଷ ରୂପରେ ବିତ୍ତୀୟ ନିଅଣ୍ଟ ପରିମାଣ ଜୁନ୍‌ରେ ବୃଦ୍ଧିପାଇଛି। ଆର୍ଥିକ ବର୍ଷ ୨୦୧୮-୧୯ରେ ଏହି ଅବଧିରେ ନିଅଣ୍ଟ ପରିମାଣ ବଜେଟର ୬୮.୭ ପ୍ରତିଶତ ରହିଥିଲା। ସୂଚନାଥାଉ କି, ଆର୍ଥିକ ବର୍ଷ ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ପରିମାଣ ୭.୦୩ ଲକ୍ଷ କୋଟି ଟଙ୍କା ହେବ ବୋଲି ସରକାର ଅନୁମାନ କରିଛନ୍ତି। ବିତ୍ତୀୟ ନିଅଣ୍ଟକୁ ଚଳିତ ଆର୍ଥିକ ବର୍ଷରେ ବଜେଟର ୩.୪% ମଧ୍ୟରେ ରଖିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ସିଜିଏ ତଥ୍ୟ ଅନୁଯାୟୀ ଏପ୍ରିଲ-ଜୁନ ଅବଧିରେ ସରକାର ବଜେଟ ଅନୁମାନର ୧୪.୪ ପ୍ରତିଶତ ରାଜସ୍ବ ଆୟ କରିଛନ୍ତି। ବର୍ଷକ ପୂର୍ବେ ଏହା ୧୫.୫% ରହିଥିଲା। ଜୁନ ସୁଦ୍ଧା ସରକାର ୨.୮୪ ଲକ୍ଷ କୋଟି ଟଙ୍କାର ରାଜସ୍ବ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri