Posted inଜାତୀୟ

ପାଓ୍ବାର ହଟିବା ପରେ କଂଗ୍ରେସ-ଉଦ୍ଧବ ସେନାରେ ଫାଟ…

ମୁମ୍ବାଇ,୩।୫ : ମହାରାଷ୍ଟ୍ରର ଭେଟେରାନ ନେତା ଶରଦ ପାୱାର ଏନସିପି ମୁଖ୍ୟ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି। ବର୍ତ୍ତମାନ ଏହା ସହ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଶରଦ ପାୱାରଙ୍କର ଏହି ନିଷ୍ପତ୍ତି ପରେ ମହା ବିକାଶ ଆଙ୍ଘାଡି (ଏମଭିଏ) ମିଳିତ ମଞ୍ଚ ମଧ୍ୟ ବିଭାଜିତ ହୋଇଥିବା ଦେଖାଯାଉଛି। ପାୱାର ଘୋଷଣା କରିବାର ଗୋଟିଏ ଦିନ ପରେ କଂଗ୍ରେସ ଏବଂ ଶିବସେନା ମଧ୍ୟରେ କଳହ ଆରମ୍ଭ ହୋଇଛି। ଏଥି ସହିତ ଉଦ୍ଧବ ଠାକରେ ସେନା ପୱାରଙ୍କ ଇସ୍ତଫାକୁ ଏକ ବଡ ଝଟକା ବୋଲି କହିଛନ୍ତି।

ମହାରାଷ୍ଟ୍ର କଂଗ୍ରେସ ୟୁନିଟ ମୁଖ୍ୟ ନାନା ପଟୋଲେ ରାଜ୍ୟସଭା ସଦସ୍ୟ ସଞ୍ଜୟ ରାଉତଙ୍କୁ କଡ଼ା ଶବ୍ଦରେ ସମାଲୋଚନା କରିଛନ୍ତି। ଦେଇଛନ୍ତି। କଂଗ୍ରେସ କାର୍ଯ୍ୟରେ ହସ୍ତକ୍ଷେପ ନକରିବାକୁ ପଟୋଲ ଖୋଲାଖୋଲି ଭାବେ କହିଛନ୍ତି। ସଞ୍ଜୟ କଂଗ୍ରେସର ମୁଖପାତ୍ର ନୁହଁନ୍ତି । ତେଣୁ ସେ କଂଗ୍ରେସ ବିଷୟରେ କିଛି କହିବା ଉଚିତ ନୁହେଁ। ଉଲ୍ଲେଖଯୋଗ୍ୟ, କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଏନସିପି ଏମଭିଏ ମିଳିତ ମଞ୍ଚର ଏକ ଅଂଶ। ବାସ୍ତବରେ, ସଞ୍ଜୟ କହିଥିଲେ, ମଲ୍ଲିକାର୍ଜୁନ ଖାର୍ଗ କଂଗ୍ରେସର ଜାତୀୟ ଅଧ୍ୟକ୍ଷ ହୋଇଥିଲେ ମଧ୍ୟ ରାହୁଲ ଗାନ୍ଧୀ ଦଳୀୟ ନିଷ୍ପତ୍ତି ନିଅନ୍ତି। ଏହା ଉପରେ ନାନା ପଟୋଲ ସ୍ପଷ୍ଟ କରିଛନ୍ତି, ଗାନ୍ଧୀ ପରିବାରର ପ୍ରତିଷ୍ଠା ସମ୍ପର୍କରେ ସଞ୍ଚୟ କୌଣସି ବିବୃତ୍ତି ଦେବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri