Posted inଜାତୀୟ

ରେସଲରଙ୍କ ସହ ବୁଧବାର ହୋଇଥିବା ଘଟଣାକୁ ନେଇ ଭାଜପା ଉପରେ ବର୍ଷିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୫: ରାଜଧାନୀ ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ମହିଳା ରେସଲରଙ୍କ ସହ ବୁଧବାର ପୋଲିସର ଧକ୍କା ମରାକୁ ନେଇ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ ବର୍ଷିଛନ୍ତି। ସେ କହିଛନ୍ତି ଦେଶର ଖେଳାଳିଙ୍କ ସହ ଏଭଳି ବ୍ୟବହାର ଅତ୍ୟନ୍ତ ନିନ୍ଦନୀୟ। ବେଟି ବଚାଓ ଅସଲରେ ଏକ ପ୍ରହସନ। ଭାଜପା ଦେଶର କନ୍ୟାଙ୍କ ସହ ଅତ୍ୟାଚାର କରିବାକୁ କେବେ ପଛଘୁଞ୍ଚା ଦେଇ ନ ଥାଏ।

ସୂଚନାଯୋଗ୍ୟ, ଜନ୍ତର ମନ୍ତରରେ ଧାରଣାରେ ବସିଥିବା ରେସଲରଙ୍କ ସହ ବୁଧବାର ରାତିରେ ପୋଲିସ ପକ୍ଷରୁ ଧକ୍କାମରା ହୋଇଛି। ଏହାପରେ ଗୁରୁବାର ସକାଳେ ରେସଲରମାନେ ଏକ ପ୍ରେସ କନଫରେନ୍ସ କରି କହିଛନ୍ତି କି ଆମ ଲଢେଇ ସରକାରଙ୍କ ସହ ନୁହେଁ ବରଂ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ସହ। ବ୍ରିଜ ଭୂଷଣଙ୍କ ନାଁରେ ଯୌନ ଉତ୍ପିଡନ ଅଭିଯୋଗ ଆଣି ଏହି ମହିଳା ରେସଲର ମାନେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri