Posted inଖେଳ

ଟସ ଜିତିଲା ସିଏସକେ, ପ୍ରଥମେ ବୋଲିଂ…

ଚେନ୍ନାଇ,୬।୫ : ଆଇପିଏଲ ୨୦୨୩ ର ୪୯ ତମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଶନିବାର ଚେନ୍ନାଇର ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ସହିତ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ଟସ ଜିତି ସିଏସେକେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଦଳ ବୋଲିଂ କରିବାକୁ ଅଧିନାୟକ ଏମଏସ ଧୋନିଙ୍କ  ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇଛି। ଏମଆଇ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri