Posted inଜାତୀୟ

ବଜରଙ୍ଗବାଲୀ ପ୍ରସଙ୍ଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ଅମିତ ଶାହା

ବଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ନିର୍ବାଚନୀ ପ୍ରଚାର ଜୋରସୋରରେ କରୁଛି। ଏହି ସମୟରେ ରବିବାର ବାଗଲକୋଟରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଜରଙ୍ଗବାଲୀ ପ୍ରସଙ୍ଗକୁ ନେଇ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଏହାର ନିର୍ବାଚନୀ ଘୋଷଣାପତ୍ରରେ ବଜରଙ୍ଗ ଦଳକୁ ନିଷେଧ କରିବା ବିଷୟରେ କହିଛି। ବଜରଙ୍ଗବାଲୀ ତ ମନ୍ଦିରରେ ଥିଲେ କିନ୍ତୁ କଂଗ୍ରେସ ତାଙ୍କୁ ନିର୍ବାଚନୀ ମଇଦାନକୁ ନେଇଆସିଛି।

ଶାହା ଆହୁରି କହିଛନ୍ତି, କଂଗ୍ରେସ ଦଳର ତୃଷ୍ଠିକରଣ ନୀତି … ଯେଉଁ କାରଣରୁ ସେମାନେ ପ୍ରଭୁ ଶ୍ରୀ ରାମଙ୍କୁ ବର୍ଷ ବର୍ଷ ଧରି ଚାବି ପକାଇ ରଖିଥିଲେ ଏବଂ ଆଜି ସେମାନେ ବଜରଙ୍ଗବାଲୀଙ୍କୁ ବଦନାମ କରିବାକୁ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri