Odisha Elections 2024

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧।୮(ଡି.ଏନ୍‌.ଏ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପରିଭ୍ରମଣ ପାଇଁ ଗୁରୁବାର ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ବହୁ ପତୀକ୍ଷା ପରେ ଦୂରଦୂରାନ୍ତରୁ ଆସିଥିବା ହଜାର ହଜାର ପର୍ଯ୍ୟଟକ ଭିତରକନିକା ବୁଲି ଦେଖିଛନ୍ତି। ଏଥିସହ ପର୍ଯ୍ୟଟକଙ୍କ ପାଇଁ ନୌକା ବିହାରର ବ୍ୟବସ୍ଥା କରାଯିବା ସହ ଖାଦ୍ୟପେୟ ଓ ଶୌଚାଳୟର ମଧ୍ୟ ସୁବିଧା କରାଯାଇଛି। ପର୍ଯ୍ୟଟକମାନେ ନୌବିହାରର ପରିଭ୍ରମଣ କରି ବେଶ୍‌ ଆନନ୍ଦିତ ହୋଇଛନ୍ତି। ସୂଚନାଯୋଗ୍ୟ, କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଯୋଗୁ ମେ ୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ...

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ...

ତଟକ୍ଷୟ ଛଡ଼ାଇନେଲା ସାତଭାୟାବାସୀଙ୍କ ବାସ,ଚାଷ

କେନ୍ଦ୍ରାପଡ଼ା,୧୭ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳରେ ବିଶ୍ୱତାପନ ଯୋଗୁ ସମୁଦ୍ର ତଟକ୍ଷୟ ସାତଭାୟାବାସୀଙ୍କ ବାସ ଓ ଚାଷକୁ ଛଡ଼ାଇ ନେଇଛି।...

ବିଜୁ ଉତ୍ତରାଧିକାରୀ, ବୈଜୟନ୍ତଙ୍କ ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା, ୧୬ା୫ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ବିଜୁବାବୁଙ୍କ ରାଜନୈତିକ କର୍ମଭୂମି। ଏକଦା ବିଜୁବାବୁଙ୍କ ଘନିଷ୍ଠ ଥିଲେ ଏହି ଜିଲାର ନଳିନୀକାନ୍ତ ମହାନ୍ତି ଓ ବିଜୟ ମହାପାତ୍ର। ସେହିପରି...

ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅମିନ

ମହାକାଳପଡ଼ା,୧୫।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।...

ଅବହେଳିତ ଅବସ୍ଥାରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ

ପଟ୍ଟାମୁଣ୍ଡାଇ,୧୪ା୫ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ରାସ୍ତାଠାରୁ ଆରମ୍ଭ କରି ଡ୍ରେନ, ଟ୍ରାଫିକ୍‌, ଆଲୋକୀକରଣ, ସୌନ୍ଦର୍ଯ୍ୟକରଣ, ପରିମଳ ବ୍ୟବସ୍ଥା ଆଦି ଅବ୍ୟବସ୍ଥିତ ଓ ପ୍ରହସନ ପାଲଟିଛି। ଏସବୁ...

ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍‌ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ...

ଜୁଆର ଉଠିଲେ ଘରେ ପଶୁଛି ପାଣି

କେନ୍ଦ୍ରାପଡ଼ା,୧୨ା୫ (ଜଗନ୍ନାଥ ଧଳ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି ା ବୈଠକରେ ଚିରାଚରିତ ଢ଼ଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri