Posted inଜାତୀୟ

ଡିଆର୍‌ଡିଓ ବୈଜ୍ଞାନିକଙ୍କ ହାଜତ ମିଆଦ ୧୫ ଯାଏ ବଢ଼ିଲା

ନୂଆଦିଲ୍ଲୀ, ୧୦ା୫: ପାକିସ୍ତାନକୁ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗତ ୩ ତାରିଖରେ ପୁଣେରୁ ଗିରଫ ହୋଇଥିବା ଡିଆର୍‌ଡିଓ ବୈଜ୍ଞାନିକ ପ୍ରଦୀପ କୁରୁଲ୍‌କର(୫୯)ଙ୍କ ହାଜତ ମିଆଦକୁ ମେ’ ୧୫ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ନଭେମ୍ବରରେ ଅବସର ନେବାକୁ ଥିବା ପ୍ରଦୀପ ହନିଟ୍ରାପ୍‌ରେ ଫସି କେତେଜଣ ପାକିସ୍ତାନୀଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ଅଭିଯୋଗ ହୋଇଛି। ଅତିରିକ୍ତ ସେସନ୍ସ ଜଜ୍‌ ଏସ୍‌.ଆର୍‌. ନଭନ୍ଦରଙ୍କ ଅଦାଲତ ପ୍ରଦୀପଙ୍କ ହାଜତ ମିଆଦକୁ ୭ ଦିନ ବଢ଼ାଇଛନ୍ତି। ତାଙ୍କୁ ମହାରାଷ୍ଟ୍ର ଆଣ୍ଟି ଟେରୋରିଜମ୍‌ ସ୍କ୍ବାଡ୍‌ ହାଜତରେ ରଖାଯାଇଛି। ତାଙ୍କଠାରୁ ଜବତ ହୋଇଥିବା ଇଲେକ୍ଟ୍ରୋନିକ୍‌ ଉପକରଣର ତଥ୍ୟ ଅନୁଶୀଳନ କରାଯାଉଥିବାରୁ ଅଧିକ ଦିନ ହାଜତରେ ରଖିବା ଲାଗି ଏଟିଏସ୍‌ ପକ୍ଷରୁ କୋର୍ଟଙ୍କୁ ଅନୁରୋଧ କରାଯାଇଥିଲା। ଗିରଫ ହେବା ପରେ ପ୍ରଦୀପଙ୍କୁ ଡିଆରଡିଓ ଚାକିରିରୁ ନିଲମ୍ବନ କରିଥିଲା। ଗୁପ୍ତଚର ବୃତ୍ତି ଏବଂ ଭୁଲ୍‌ ଯୋଗାଯୋଗ ପାଇଁ ତାଙ୍କ ବିରୋଧରେ ସରକାରୀ ଗୋପନୀୟତା ଆଇନ (ଓଏସ୍‌ଏ) ଅନୁଯାୟୀ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri