Posted inଜାତୀୟ

ଆଜି ରାଜସ୍ଥାନରେ ୫ ହଜାର କୋଟି ଉର୍ଦ୍ଧ୍ୱ ମୂଲ୍ୟ ପ୍ରକଳ୍ପର ମୂଳଦୁଆ ପକାଇବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜସ୍ଥାନ ଗସ୍ତ କରିବେ। ଏହି ସମୟରେ ସେ ରାଜସ୍ଥାନରେ ୫ ହଜାର କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ମୂଳଦୁଆ ପକାଇବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ନାଥଦ୍ୱାରସ୍ଥିତ ଶ୍ରୀନଥଜୀ ମନ୍ଦିରକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରକଳ୍ପର କେନ୍ଦ୍ରବିନ୍ଦୁ ଭିତ୍ତିଭୂମି ଏବଂ ସଂଯୋଗକୁ ମଜବୁତ କରିବା ଉପରେ ରହିବ। ସଡକ ଏବଂ ରେଳ କ୍ଷେତ୍ରର ପ୍ରକଳ୍ପଗୁଡିକ ସାମଗ୍ରୀ ଏବଂ ସେବାଗୁଡିକର ଗତିବିଧିକୁ ମଧ୍ୟ ସହଜ କରିବ। ଏଥି ସହିତ ପ୍ରଧାନମନ୍ତ୍ରୀ ରାଜସମନ୍ଦଏବଂ ଉଦୟପୁରରେ ଦୁଇ ଲେନ ବିଶିଷ୍ଟ ରାସ୍ତା ନିର୍ମାଣର ପ୍ରକଳ୍ପର ମୂଳଦୁଆ ପକାଇବେ।

ଭାଜପା ରାଜ୍ୟ ଅଧ୍ୟକ୍ଷ ସିପି ଯୋଶୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀନାଥଜୀ ମନ୍ଦିର ଗସ୍ତ କରିବେ। ଏହା ପରେ ସେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ ଏବଂ ଅନେକ କାର୍ଯ୍ୟକ୍ରମର ମୂଳଦୁଆ ମଧ୍ୟ ଉଦ୍‌ଘାଟନ କରିବେ। ଏହା ବ୍ୟତୀତ ମାବଲି ମାରୱାଡ ବ୍ରଡଗେଜ ଲାଇନର ମୂଳଦୁଆ ପକାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri