ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ତେବେ ସକାଳ ୯ଟା ସୁଦ୍ଧା ୯.୭୫ ମତଦାନ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିବ। ୨୫୩ ବୁଥ୍ରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ତେବେ ସକାଳ ୯ଟା ସୁଦ୍ଧା ୯.୭୫ ମତଦାନ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିବ। ୨୫୩ ବୁଥ୍ରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
