ସନାତନ ମହାକୁଡ଼ଙ୍କ ଘରେ ଚଢ଼ାଉ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ ଚାଲିଥିବା ଜଣାପଡ଼ିଛି। କେନ୍ଦୁଝର, ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରା ସହ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୨୦ ଜଣିଆ ଟିମ୍‌ ସାମିଲ ରହିଛନ୍ତି। ଏହି ଚଢାଉ ବେଳେ ପୋଲିସ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଚଢାଉ କରୁଥିବା ଅଧିକାରୀମାନେ କିଛି କହୁ ନ ଥିବାରୁ ପ୍ରକୃତ ଘଟଣା ଜଣାପଡ଼ିନାହିଁ। ଚଢ଼ାଉରେ ତାଙ୍କର ଜଗତ ଜନନୀ ସେବା ଟ୍ରଷ୍ଟ, ଖଣି ଓ ପରିବହନ ସଂସ୍ଥା ବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri