ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର ଥାନା ଅଧିକାରୀ ମହେନ୍ଦ୍ର ସାହୁ ଓ ଏସ୍‌ଡିପିଓ ଶିବ ଶଙ୍କର ଦାସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତକ ଜଣଙ୍କ
ବାଉରୀ ସୁକୁଣ୍ଡା ଗ୍ରାମର ଗଙ୍ଗା ଦାସ(୨୪) ବୋଲି ଜଣାପଡ଼ିଛି। ଗଙ୍ଗା ବ୍ରହ୍ମପୁର ସହରର ଏକ ମଦ ବ୍ୟବସାୟୀଙ୍କ ଗାଡ଼ି ଡ୍ରାଇଭର ଭାବେ କାମ କରୁଥିବା ବେଳେ ତାଙ୍କୁ କେହି ହତ୍ୟା କରିଛି। ପୋଲିସ ଏବେ ଘଟଣାର ଛାନ୍‌ଭିନ୍‌ କରୁଛି। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ପ୍ରକାଶ ଥାଉ କି, ଗତ ୬ ତାରିଖରେ ବଡ଼ବଜାର ଥାନା ଅନ୍ତର୍ଗତ ଆଚାର୍ଯ୍ୟ ବିହାରରେ ଜଣେ ବସ୍‌ ହକର ସନାତନ ଚୌଧୁରୀଙ୍କୁ ହତ୍ୟା କରାଯାଇଥିଲା। ସେହିଭଳି ଗତ ୧୦ ତାରିଖ ରାତି ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ଥିବା ସମ୍ପର୍କ ଟ୍ରାଭେଲସ ମାଲିକ କୁମୁଦ ବ୍ରହ୍ମା ଓ ତାଙ୍କର ଦୁଇ ଜଣ କର୍ମଚାରୀଙ୍କୁ ୫/୬ଯୁବକ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍‌ କେବଳ ପାଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri