IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର ରୋମାଞ୍ଚ ପୂର୍ବରୁ ଏଠାରେ ‘ସାପ’କୁ ନେଇ…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ ଥାଏ । ରସୁଣକୁ ପୁଷ୍ଟିକର ତତ୍ତ୍ୱର…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର ଜାରି ହେବାକୁ ଯାଉଛି। ଗତ କିସ୍ତି…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି । ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା ଯୋଜନାରେ ବିଛା ଯାଇଥିବା ପାଣି ପାଇପ୍‌…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ ମାତ୍ ଦେଇଛି। ‘ମହିଳା ଏସିଆ କପ୍ ରାଇଜିଂ ଷ୍ଟାର୍ସ’ର ଏକ ଗୁୁରୁତ୍ଵପୂର୍ଣ୍ଣ ମୁକାବିଲାରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି। କୃଷି ଓ ଆନୁଷଙ୍ଗିକ କାର୍ଯ୍ୟକଳାପ ପାଇଁ ଋଣ ପ୍ରକ୍ରିୟାକୁ ଅଧିକ ସରଳ, ନମନୀୟ…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା ୭ଟାରୁ ଖେଳାଯିବ। ଆଜି ଏଠାରେ ବର୍ଷା ହେବାର ସମ୍ଭାବନା ଅଛି, କିନ୍ତୁ ଭଲ…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର ପ୍ରଶାସନ ଏବଂ କମିଶନରେଟ ପୋଲିସର ପ୍ରସ୍ତୁତି ଶେଷ ହୋଇଛି। ଭୋର ପ୍ରାୟ ୩ଟାରୁ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ ଦଳ ଭୂମିକା ଠିକ୍‌ ଭାବେ ତୁଲାଉଛି ନା ନାହିଁ ସେଭଳି ଅନେକ ପ୍ରସଙ୍ଗରେ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ କ୍ରିକେଟ ସହିତ ରାଜନୀତିର ସମ୍ମିଶ୍ରଣ ହୋଇଥିଲା ଏବଂ ଭାରତ ବିପକ୍ଷ ମ୍ୟାଚକୁ ପାକିସ୍ତାନ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ ଏବଂ ଶୃଙ୍ଖଳା, ସଚ୍ଚୋଟତା, ସମ୍ମାନ ଓ ଦାୟିତ୍ୱ ଶିଖାଏ। ଏକ ଭଲ ସ୍କୁଲ…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ ବିମାନ, ପରିବହନ ବିମାନ ଏବଂ ହେଲିକପ୍ଟର ଦ୍ୱାରା ଏକ ଆକାଶ ମାର୍ଗ ପ୍ରଦର୍ଶନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri