Posted inଜାତୀୟ

ରାହୁଲଙ୍କୁ ଦୋଷୀସାବ୍ୟସ୍ତ କରିଥିବା ସିଜେଏମ୍‌ଙ୍କ ପଦୋନ୍ନତି ସ୍ଥଗିତ

ନୂଆଦିଲ୍ଲୀ, ୧୩ା୫ (ପି.ଟି.): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଦୋଷୀସାବ୍ୟସ୍ତ କରିଥିବା ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ସିଜେଏମ୍‌) ହରିଶ ହସ୍‌ମୁଖଭାଇ ବର୍ମାଙ୍କ ସମେତ ଗୁଜରାଟର ୬୮ ଜଣ ନିମ୍ନ ନ୍ୟାୟିକ ଅଧିକାରୀଙ୍କ ପଦୋନ୍ନତି ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ସ୍ଥଗିତାଦେଶ ଜାରି କରିଛନ୍ତି। ଉକ୍ତ ନ୍ୟାୟିକ ଅଧିକାରୀମାନଙ୍କ ପଦୋନ୍ନତି ଗୁଜରାଟ ରାଜ୍ୟ ନ୍ୟାୟିକ ସେବା ନିୟମାବଳୀ, ୨୦୦୫(୨୦୧୧ରେ ସଂଶୋଧିତ)ର ଉଲ୍ଲଂଘନ କରୁଥିବା ଜଷ୍ଟିସ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ କହିଛନ୍ତି। ଉକ୍ତ ନିୟମାବଳୀ ଅନୁଯାୟୀ ମେଧା ତଥା ବରିଷ୍ଠତା ଆଧାରରେ ଏବଂ ଉପଯୁକ୍ତତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ପଦୋନ୍ନତି ଦିଆଯାଇପାରିବ। ଗୁଜରାଟ ହାଇକୋର୍ଟଙ୍କ ଦ୍ୱାରା ପ୍ରସ୍ତୁତ ତାଲିକା ଏବଂ ରାଜ୍ୟ ସରକାର ଜିଲା ଜଜ୍‌ମାନଙ୍କ ପଦୋନ୍ନତି ପାଇଁ ଦେଇଥିବା ନିର୍ଦ୍ଦେଶନାମା ବେଆଇନ ଏବଂ ସର୍ବୋଚ୍ଚ ଅଦାଲତଙ୍କ ନିଷ୍ପତ୍ତିର ବିରୁଦ୍ଧାଚରଣ କରୁଥିବା ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri