Posted inଖେଳ

୭ ଓ୍ବିକେଟରେ ଜିତିଲା ଏଲଏସଜି…

ହାଇଦ୍ରାବାଦ,୧୩।୫ : ଆଇପିଏଲ ୨୦୨୩ର ୫୮ ତମ ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦ(ଏସଆରଏଚ) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି) ୭ ଓ୍ବିକେଟରେ ଜିତିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏଲଏସଜି ୧୯.୨ ଓଭରରେ ୩ ଓ୍ବିକେଟ ହରାଇ ୧୮୫ ରନ କରିଥିଲା।

ଏଲଏସଜି ପକ୍ଷରୁ କ୍ୱିଣ୍ଟୋ ଡି କକ ୨୯ ରନ କରିଥିବାବେଳେ ମାର୍କୋସ ଷ୍ଟୋନିସ ୪୦ ରନ, ପ୍ରେରକ ମାକାଣ୍ଡ ୬୪ ରନ, ନିକୋଲସ ପୁରମ ୪୪ ରନ କରିଥିଲେ।

ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏସଆରଏଚ ଟସ ଜିତତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଆଡେମ ମାର୍କେମଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛନ୍ତି। ସେହିପରି ଏଲଏସଜି ଦଳ ଅଧିନାୟକ କୃନାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ଏସଆରଏଚ ୧୮୨ ରନ କରିଥିଲା। ଫଳରେ ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ ରହିଥିଲା।

ଏସଆରଏଚ ପକ୍ଷରୁ ଅନମୋଲପ୍ରୀତ ସିଂ ୩୬ ରନ କରିଥିବାବେଳେ ରାହୁଲ ତ୍ରିପାଠୀ ୨୦ ରନ, ଆଡେନ ମାର୍କର୍ମ ୨୮ ରନ, ନେରିଚ କ୍ଲାସେନ ୪୭ ରନ, ଅବଦୁଲ ସମଦ ୩୭ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri