Posted inଜାତୀୟ

୧୨ ମନ୍ତ୍ରୀ ଧରାଶାୟୀ : ମଇଦାନରେ ଥିଲେ ୩୧…

ବେଙ୍ଗାଲୁରୁ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ର ଫଳାଫଳ ସ୍ପଷ୍ଟ ହୋଇଛି। ବହୁମତ ସହ ନିର୍ବାଚନରେ ବିଜୟୀ ହୋଇ କଂଗ୍ରେସ ଭାଜପା ହାତରୁ କ୍ଷମତା ଛଡ଼ାଇ ନେଇଛି। ଏଥର ଭାଜପା ଏହାର ୩୧ ମନ୍ତ୍ରୀଙ୍କ ମଧ୍ୟରୁ ୨୫ ଜଣଙ୍କୁ ସେମାନଙ୍କ ପାରମ୍ପାରିକ ଆସନରୁ ପ୍ରାର୍ଥୀ କରିଥିଲା। କେବଳ ଗୃହମନ୍ତ୍ରୀ ଭି ସୋମନାଙ୍କୁ ଚାମରାଜନଗର ଏବଂ ବରୁଣା ଆସନରୁ ଟିକେଟ ଦିଆଯାଇଥିଲା।

ବରୁଣାରେ ସେ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୋଧରେ ଥିଲେ। ସେ ଉଭୟ ଆସନରୁ ପରାଜିତ ହୋଇଛନ୍ତି। ଭାଜପାର ମୋଟ ୧୨ ଜଣ ମନ୍ତ୍ରୀ ନିର୍ବାଚନ ରଣାଙ୍ଗନରେ ଧାରାଶାୟୀ ହୋଇଛନ୍ତି। ଏହା ଯୋଗୁ ଦଳକୁ ବଡ଼ ଝଟକା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri