Posted inHome Middle, କଟକ, ମେଟ୍ରୋ, ରାଜ୍ୟ View All
ପ୍ରସ୍ତାବିତ ଷ୍ଟିଲ୍ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…
ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...
ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ
ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ...
ଆଜି ଭାରତ ଆସିବେ ଫୁଟବଲ୍ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର
କୋଲକାତା,୧୨ା୧୨: ଫୁଟବଲ୍ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT...
ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ
ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ...
ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍...
ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…
ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର...
Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...
ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର
ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ...
Archives


