ଜାପାନର ହିରୋସୀମାରେ ପହଞ୍ଚିଲେ ମୋଦି, ଜି-୭ ସମ୍ମିଳନୀରେ ଭାଗ ନେବେ

ଟୋକିଓ/ନୂଆଦିଲ୍ଲୀ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଜାପାନର ହିରୋସୀମାରେ ପହଞ୍ଚିଛନ୍ତି। ମୋଦି କହିଛନ୍ତି   ଜି-୭ ସମ୍ମିଳନୀରେ ଭାଗ ନେବା ସହ ସେଠାରେ ସେ କେତେଜଣ ନେତାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ବି କରିବେ।

ପ୍ରଧାନମନ୍ତ୍ରୀ ମୋଦି ଜାପାନର ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ନିମନ୍ତ୍ରଣରେ ହିରୋସୀମା ଯାଇଛନ୍ତି। ସୂଚନାଯୋଗ୍ୟ, ଜାପାନ, ଜି-୭ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିବା ସହ ଶିଖର ସମ୍ମିଳନୀର ଆୟୋଜନ କରିଛି ଓ ଭାରତ ଏହାର ଅତିଥି ଦେଶଭାବେ ନିମନ୍ତ୍ରିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା...

ସମାନ ନାମଧାରୀ ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍‌ ଦେଇ ହେବନି

ନୂଆଦିଲ୍ଲୀ,୪ା୫: କୌଣସି ରାଜନେତାଙ୍କ ନାଁ ଅନ୍ୟ ପ୍ରାର୍ଥୀଙ୍କ ସହ ସମାନ ହୋଇଥିଲେ, ତାହା ତାଙ୍କ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା ଅଧିକାରକୁ ପ୍ରଭାବିତ କରେନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଣୁ...

କେନ୍ଦ୍ରକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪ା୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଆଇନରେ ଜାରି ହୋଇଥିବା ନୋଟିସ ଏବଂ ଗିରଫଦାରି ସମ୍ପର୍କିତ ସବିଶେଷ ତଥ୍ୟ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ...

ଏଚ୍‌.ଡି. ରେଭନ୍ନାଙ୍କ ବିରୋଧରେ ଅପହରଣ, ଅସଦାଚରଣ ଅଭିଯୋଗ

ମହୀଶୂର,୪ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି. ରେଭନ୍ନା ତାଙ୍କ ଘରେ ଚାକରାଣୀ ଭାବେ କାମ କରୁଥବା ଜଣେ ମହିଳାଙ୍କୁ ଅପହରଣ କରିନେଇ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

କଂଗ୍ରେସ ଗଡ଼ରେ ବିଗ୍‌ ଫାଇଟ୍‌

ରାଏବରେଲି/ନୂଆଦିଲ୍ଲୀ,୪ା୫, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସର୍ବପୁରାତନ ଦଳ କଂଗ୍ରେସ ଶୁକ୍ରବାର ସକାଳେ ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ଦୁଇ ହାଇପ୍ରୋଫାଇଲ ଆସନରେ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କଲା।...

ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୩ା୫: ୨୦୧୮ରୁ ୨୦୨୦ ମଧ୍ୟରେ ଜବତ ହୋଇଥିବା ୭୦,୭୭୨.୪୮ କିଲୋଗ୍ରାମ ହେରୋଇନ୍‌ ରେକର୍ଡରୁ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ...

ବିଶ୍ୱର ୪୬% ଆଜ୍‌ମା ମୃତ୍ୟୁ ଭାରତରେ ଘଟୁଛି, ପ୍ରତିବର୍ଷ ୨ ଲକ୍ଷ ଲୋକ ହରାଉଛନ୍ତି ଜୀବନ

ନୂଆଦିଲ୍ଲୀ,୩ା୫: ଭାରତରେ ପ୍ରତିବର୍ଷ ହାରାହାରି ୨ ଲକ୍ଷ ଲୋକ ଆଜ୍‌ମା ଯୋଗୁ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ସମଗ୍ର ବିଶ୍ୱରେ ଆଜ୍‌ମାଜନିତ ମୃତ୍ୟୁର ଏହା ୪୬ ପ୍ରତିଶତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri